YouVersion Logo
Search Icon

ମାର୍କଲିଖିତ ସୁସମାଚାର 16:4-5

ମାର୍କଲିଖିତ ସୁସମାଚାର 16:4-5 ODCLBSI

କିନ୍ତୁ ସେମାନେ ଚାହିଁ ଦେଖିଲେ, ପଥରଟି ଗଡ଼ାଇ ଦିଆଯାଇଛି। ପୁଣି କବର ଭିତରକୁ ଯାଇ ଦେଖିଲେ ଯେ ସେଠାରେ ଶୁକ୍ଲବସ୍ତ୍ର ପରିହିତ ଜଣେ ଯୁବକ କବରର ଦକ୍ଷିଣ ପାଶ୍ୱର୍ରେ ବସିଛନ୍ତି। ଏସବୁ ଦେଖି ସେମାନେ ଭୟଭୀତ ହେଲେ।