YouVersion Logo
Search Icon

ଯୋହନ 14:16-17

ଯୋହନ 14:16-17 IRVORY

ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ, ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରିପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ।