YouVersion Logo
Search Icon

ମାଥିଉ 12:36-37

ମାଥିଉ 12:36-37 IRVORY

କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ; ଯେଣୁ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ।”

Free Reading Plans and Devotionals related to ମାଥିଉ 12:36-37