YouVersion Logo
Search Icon

ମାଥିଉ 4:19-20

ମାଥିଉ 4:19-20 IRVORY

ସେ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।” ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ।