ମାତିଉ 27:22-23
ମାତିଉ 27:22-23 NTSAA20
ପିଲାତ୍ ପାଚାର୍ଲା, “ତେବେ ସବୁ ଲକ୍ ମସିଅ ବଲି ଜାନିରଇଲା ଜିସୁକେ ମୁଇ କାଇଟା କର୍ବି ?” “ତାକେ କୁର୍ସେ ଚଗାଆ” ବଲି ସବୁଲକ୍ ଆଉଲି ଅଇଲାଇ । ପିଲାତ୍ ପାଚାର୍ଲା, “ମାତର୍ ସେ କାଇ ଦସ୍ କଲା ଆଚେ ?” ସେମନ୍ ଆରି ଅଦିକ୍ ଆଉଲିଅଇ କଇବାର୍ ଦାର୍ଲାଇ “ତାକେ କୁର୍ସେ ଚଗାଆ ।”