YouVersion Logo
Search Icon

ପ୍ରେରିତ 2:42

ପ୍ରେରିତ 2:42 OERV

ବିଶ୍ୱାସୀ ଲୋକମାନେ ଏକାଠି ମିଳିତ ହେବାକୁ ଲାଗିଲେ। ପ୍ରେରିତମାନଙ୍କ ଉପଦେଶ ଶୁଣିବାକୁ ସେମାନେ ସେମାନଙ୍କର ସମୟ ଦେଲେ। ବିଶ୍ୱାସୀମାନେ ପରସ୍ପରର ସହଭାଗୀ ହେଲେ। ସେମାନେ ରୋଟୀ ବାଣ୍ଟି ଖାଇବାରେ ଏବଂ ପ୍ରାର୍ଥନା କରିବାରେ ସମୟ ଦେଲେ।

Video for ପ୍ରେରିତ 2:42