YouVersion Logo
Search Icon

ପ୍ରେରିତ 2:44-45

ପ୍ରେରିତ 2:44-45 OERV

ସମସ୍ତ ବିଶ୍ୱାସୀମାନେ ଏକାଠି ରହିଲେ ଏବଂ ସେମାନଙ୍କ ପାଖରେ ଯାହାସବୁ ଥିଲା, ସେଥିରେ ସମସ୍ତେ ଭାଗୀଦାର ହେଲେ। ସେମାନେ ନିଜ ନିଜର ସବୁ ସମ୍ପତ୍ତି ଓ ଜିନିଷପତ୍ର ବିକି ଦେଲେ ଓ ସମସ୍ତ ଲୋକମାନଙ୍କୁ ସେମାନଙ୍କ ନିଜ ନିଜ ଆବଶ୍ୟକତା ଅନୁସାରେ ବାଣ୍ଟି ଦେଲେ।

Video for ପ୍ରେରିତ 2:44-45