YouVersion Logo
Search Icon

ପ୍ରେରିତ 5:3-5

ପ୍ରେରିତ 5:3-5 OERV

ଏହା ଦେଖି ପିତର କହିଲେ, “ହେ ହନନିୟ, ତୁମ୍ଭେ କାହିଁକି ଶୟତାନକୁ ତୁମ୍ଭ ହୃଦୟକୁ ନିୟନ୍ତ୍ରଣ କରିବାକୁ ଦେଲ? ତୁମ୍ଭେ ମିଛ କହିଲ, ପବିତ୍ରଆତ୍ମାକୁ ଠକିବାକୁ ଚେଷ୍ଟା କଲ; ତୁମ୍ଭେ ସମ୍ପତ୍ତି ବିକ୍ରୀ କଲ, କିନ୍ତୁ କାହିଁକି ସେହି ଟଙ୍କାର କିଛି ଅଂଶ ନିଜ ପାଇଁ ଲୁଗ୍ଭଇ ରଖିଲ। ସେ ସମ୍ପତ୍ତି କ’ଣ ବିକ୍ରୀ ପୂର୍ବରୁ ତୁମ୍ଭର ନ ଥିଲା? ବିକ୍ରୀ ପରେ ସେ ସମ୍ପତ୍ତିର ମୂଲ୍ୟ କ’ଣ ତୁମ୍ଭ ଅଧିକାରରେ ନ ଥିଲା? ତେବେ ତୁମ୍ଭେ ମନ ଭିତରେ ଏପରି ଖରାପ କଥା କାହିଁକି ଭାବିଲ? ଏହା ଦ୍ୱାରା ତୁମ୍ଭେ ମନୁଷ୍ୟମାନଙ୍କ ଆଗରେ ମିଥ୍ୟା କହିଲ ନାହିଁ ବରଂ ତୁମ୍ଭେ ପରମେଶ୍ୱରଙ୍କୁ ମିଥ୍ୟା କହିଲ।” ଏ କଥା ଶୁଣିବା ମାତ୍ରେ ହନନିୟ ଭୂମିରେ ପଡ଼ି ମରିଗଲା। ଏ କଥା ଶୁଣି ଲୋକମାନେ ବହୁତ ଡରିଗଲେ।

Video for ପ୍ରେରିତ 5:3-5