ପ୍ରେରିତ 5:38-39
ପ୍ରେରିତ 5:38-39 OERV
ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ କହୁଛି, ଏହି ଲୋକମାନଙ୍କଠାରୁ ଦୂରରେ ରୁହ। ସେମାନଙ୍କୁ ଏକୁଟିଆ ଛାଡ଼ିଦିଅ। ଯଦି ସେମାନଙ୍କର ମନ୍ତ୍ରଣା ବା ଏହି କାମ ମନୁଷ୍ୟମାନଙ୍କ ପକ୍ଷରୁ ହୋଇଥାଏ, ତେବେ ତାହା ବିଫଳ ହେବ। କିନ୍ତୁ ଯଦି ଏହା ପରମେଶ୍ୱରଙ୍କଠାରୁ ହୋଇଥାଏ, ତେବେ ତୁମ୍ଭେମାନେ ସେମାନଙ୍କ କାମ ବନ୍ଦ କରି ପାରିବ ନାହିଁ। ତୁମ୍ଭେମାନେ ନିଜକୁ ପରମେଶ୍ୱରଙ୍କ ବିରୁଦ୍ଧରେ ଲଢ଼ିବାର ଦେଖିବ।” ସେମାନେ ତାହାଙ୍କ ଉପଦେଶ ମାନିଲେ।