YouVersion Logo
Search Icon

ପ୍ରେରିତ 6:3-4

ପ୍ରେରିତ 6:3-4 OERV

ଏଥିପାଇଁ ହେ ଭାଇମାନେ, ତୁମ୍ଭେମାନେ ନିଜ ଭିତରୁ ସାତ ଜଣ ପୁରୁଷଙ୍କୁ ବାଛ। ସେମାନେ ଯେପରି ଲୋକମାନଙ୍କ ଦୃଷ୍ଟିରୁ ଉତ୍ତମ, ପବିତ୍ରଆତ୍ମା ଓ ଜ୍ଞାନରେ ପୂର୍ଣ୍ଣ ହୋଇଥିବେ। ଆମ୍ଭେମାନେ ସେମାନଙ୍କୁ ଏହି କାମ କରିବା ପାଇଁ ଦେବୁ। ତେବେ ଆମ୍ଭେମାନେ ଆମ୍ଭର ସମସ୍ତ ସମୟ ଶିକ୍ଷାଦାନ ଓ ପ୍ରାର୍ଥନାରେ ଦେଇ ପାରିବୁ।”

Video for ପ୍ରେରିତ 6:3-4