YouVersion Logo
Search Icon

ଆଦି ପୁସ୍ତକ 39:7-9

ଆଦି ପୁସ୍ତକ 39:7-9 OERV

କିଛି ଦିନ ପରେ ଯୋଷେଫଙ୍କର ମୁନିବର ସ୍ତ୍ରୀ ଯୋଷେଫଙ୍କୁ ନଜର ପକେଇବାକୁ ଲାଗିଲା। ଦିନେ ସେହି ସ୍ତ୍ରୀ ଯୋଷେଫକୁ ଅନୁରୋଧ କଲା, “ମୋ’ ସହିତ ଶୟନ କର।” କିନ୍ତୁ ଯୋଷେଫ ମନା କରି କହିଲେ, “ଦେଖ ଏ ଗୃହରେ ଯାହା ଅଛି ମୋ’ ମୁନିବ ତହିଁର ତତ୍ତ୍ୱ ନିଅନ୍ତି ନାହିଁ। ସେ ମୋ’ ହସ୍ତରେ ଆପଣାର ସର୍ବଶ୍ୱ ସମର୍ପଣ କରିଛନ୍ତି। ଏହି ଗୃହରେ ସେ ମୋତେ ତାଙ୍କ ସହିତ ସମାନ କରିଛନ୍ତି। ମୁଁ ତାଙ୍କ ସ୍ତ୍ରୀ ସହିତ ଶୟନ କରି ପାରିବି ନାହିଁ। ଏହା ଭୁଲ୍ ଅଟେ, ଏହା ପରମେଶ୍ୱରଙ୍କ ବିରୁଦ୍ଧରେ ପାପ ତୁଲ୍ୟ।”