YouVersion Logo
Search Icon

ଆଦି ପୁସ୍ତକ 6:13

ଆଦି ପୁସ୍ତକ 6:13 OERV

ତେଣୁ ପରମେଶ୍ୱର ନୋହଙ୍କୁ କହିଲେ, “ସମସ୍ତ ଲୋକ ପୃଥିବୀକୁ କ୍ରୋଧ ଓ ହିଂସାରେ ଛାରଖାର କରି ଦେଲେଣି। ତେଣୁ ଆମ୍ଭେ ପୃଥିବୀ ସହିତ ସେମାନଙ୍କୁ ବିନଷ୍ଟ କରିବା।