YouVersion Logo
Search Icon

ଆଦି ପୁସ୍ତକ 8:21-22

ଆଦି ପୁସ୍ତକ 8:21-22 OERV

ତହିଁରେ ସଦାପ୍ରଭୁ ସେମାନଙ୍କର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚିନ୍ତା କଲେ, “ପୃଥିବୀକି ଅଭିଶାପ ଦେବା ନାହିଁ। ଯଦିଓ ବାଲ୍ୟକାଳରୁ ମନୁଷ୍ୟର ମନର ଅଭିପ୍ରାୟ ଓ ପ୍ରବଣତା ମନ୍ଦ, ତଥାପି ଆଉ କେବେହେଲେ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି। ଯେପର୍ଯ୍ୟନ୍ତ ପୃଥିବୀ ରହିଛି, ସେପର୍ଯ୍ୟନ୍ତ ବୁଣିବାର ସମୟ ଓ ଅମଳ କରିବାର ସମୟ, ଥଣ୍ଡା ଓ ଗରମ, ପୁଣି ଗ୍ରୀଷ୍ମ ଓ ଶୀତକାଳ, ଦିବସ ଓ ରାତ୍ରି ଏସବୁ ପୃଥିବୀରେ ଗ୍ଭଲିଥିବ।”