ଲୂକ 7:47-48
ଲୂକ 7:47-48 OERV
ଏଣୁ ମୁଁ ତୁମ୍ଭକୁ କହୁଛି ଯେ, ତା'ର ଅନେକ ପାପକ୍ଷମା କରି ଦିଆଗଲା। ଏ କଥା ସ୍ପଷ୍ଟ କାରଣ ସେ ଅଗାଧ ପ୍ରେମ ଦେଖାଇଛି। ଯେଉଁ ଲୋକ କ୍ଷମା ପାଇବା ପାଇଁ କମ୍ ଆବଶ୍ୟକତା ଅନୁଭବ କରିଥାଏ, ସେ କ୍ଷମା ପାଇବା ବେଳେ କମ୍ ପ୍ରେମ ଅନୁଭବ କରିଥାଏ।” ତା'ପରେ ଯୀଶୁ ସେହି ସ୍ତ୍ରୀ ଲୋକଟିକୁ କହିଲେ, “ତୋର ପାପକ୍ଷମା କରି ଦିଆଗଲା।”