ଯୋହନ 14:21

ଯୋହନ 14:21 ODIAOV-BSI

ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।