ଆଦି ପୁସ୍ତକ 25:32-33

ଆଦି ପୁସ୍ତକ 25:32-33 OERV

ଏଷୌ ଉତ୍ତର ଦେଲେ, “ଦେଖ ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ? ତେଣୁ ମୁଁ ଏହା ତୁମ୍ଭକୁ ଦେବି।” କିନ୍ତୁ ଯାକୁବ କହିଲେ, “ପ୍ରଥମେ ତୁମ୍ଭେ ମୋତେ ଦେବା ପାଇଁ ପ୍ରତିଜ୍ଞା କର।” ତେଣୁ ସେ ପ୍ରତିଜ୍ଞା କଲେ। ଏବଂ ତାଙ୍କର ଜ୍ୟେଷ୍ଠତା ତାଙ୍କୁ ଦେଲେ।