Logo YouVersion
Ikona vyhledávání

ଆଦି ପୁସ୍ତକ 9:12-13

ଆଦି ପୁସ୍ତକ 9:12-13 ODIAOV-BSI

ପୁନଶ୍ଚ, ପରମେଶ୍ଵର କହିଲେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଓ ତୁମ୍ଭମାନଙ୍କ ସଙ୍ଗୀ ସମସ୍ତ ପ୍ରାଣୀବର୍ଗ ସହିତ ପୁରୁଷାନୁକ୍ରମେ ଅନନ୍ତକାଳଯାଏ ଯେଉଁ ନିୟମ ସ୍ଥିର କଲୁ, ତହିଁର ଚିହ୍ନ ଏହି; ଆମ୍ଭେ ମେଘରେ ଆପଣା ଧନୁ ସ୍ଥାପନ କରୁଅଛୁ, ତାହା ପୃଥିବୀ ସହିତ ଆମ୍ଭ ନିୟମର ଚିହ୍ନ ହେବ।