ଏରଦ୍ ରାଜାର୍ ସାସନ୍ ବେଲେ, ଜିଉଦା ରାଇଜର୍ ବେତ୍ଲିଇମେ ଜିସୁ ଜନମ୍ ଅଇଲା । ଜନମ୍ ଅଇ ଚନେକ୍ ଜିବାକେ ପୁରୁବ୍ ଦେସର୍ କେତେଟା ତାରାର୍ ବିସଇ ପଡ୍ତେ ରଇବା ପଣ୍ଡିତ୍ମନ୍ ଜିରୁସାଲାମେ ଆସି ପାଚାର୍ଲାଇ, “ଜନ୍ ପିଲା ଜିଉଦିମନର୍ ରାଜା ଅଇବାକେ ଜନମ୍ ଅଇଲାଆଚେ, ସେ କନ୍ତି ଆଚେ ? କାଇକେବଇଲେ ଆମେ ପୁରୁବ୍ ଦେସେ ତାର୍ ତାରା ଦେକି ତାକେ ପୁଜା କର୍ବାର୍ ଆସିଆଚୁ ।”