1
ଲୂକ 16:10
ପବିତ୍ର ବାଇବଲ (CL) NT (BSI)
ଯେ ଅଳ୍ପ ବିଷୟରେ ଅବିଶ୍ୱସ୍ତ, ସେ ବହୁତ ବିଷୟରେ ଅବିଶ୍ୱସ୍ତ ହେବ।
Σύγκριση
Διαβάστε ଲୂକ 16:10
2
ଲୂକ 16:13
“ଜଣେ ଦାସ ଦୁଇ ମୁନିବର ସେବା କରି ନ କାରେ; ସେ ଜଣକୁ ଅବଜ୍ଞା କରିବ ଓ ଅନ୍ୟର ଅନୁଗତ ହେବ; ସେ ଜଣକ ପ୍ରତି ବିଶ୍ୱସ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ସେବା କରି ପାରିବ ନାହିଁ।”
Διαβάστε ଲୂକ 16:13
3
ଲୂକ 16:11-12
ଯଦି ତୁମ୍ଭେମାନେ ଜାଗତିକ ଧନର ପରିଚାଳନାରେ ଅବିଶ୍ୱସ୍ତ ହୋଇଛ, ତେବେ ଶାଶ୍ୱତ ଧନ ପାଇଁ ତୁମ୍ଭମାନଙ୍କୁ କିପରି ବିଶ୍ୱାସ କରାଯିବ? ପୁଣି ଯାହା ଅନ୍ୟର, ସେଥିରେ ଯଦି ତୁମେ ବିଶ୍ୱସ୍ତ ହୋଇ ନାହଁ, ତେବେ ଯାହା ତୁମ ନିଜର, ତାହା କିଏ ତୁମ୍ଭମାନଙ୍କୁ ଦେବ?
Διαβάστε ଲୂକ 16:11-12
4
ଲୂକ 16:31
କିନ୍ତୁ ଅବ୍ରାହମ କହିଲେ, ‘ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କ କଥା ଶୁଣୁ ନାହାନ୍ତି, ତେବେ ଜଣେ ମୃତ୍ୟୁରୁ ଉତ୍ଥିତ ହେଲେ ସୁଦ୍ଧା ସେମାନେ ତା’ର କଥା ବିଶ୍ୱାସ କରିବେ ନାହିଁ।”
Διαβάστε ଲୂକ 16:31
5
ଲୂକ 16:18
“ଯେ ସ୍ତ୍ରୀକୁ ଛାଡ଼ପତ୍ର ଦେଇ ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ଏବଂ ଯେ ଗୋଟିଏ ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।
Διαβάστε ଲୂକ 16:18
Αρχική
Αγία Γραφή
Σχέδια
Βίντεο