Λογότυπο YouVersion
Εικονίδιο αναζήτησης

ମାଥିଉଲିଖିତ ସୁସମାଚାର 14:28-29

ମାଥିଉଲିଖିତ ସୁସମାଚାର 14:28-29 ODCLBSI

ଏହା ଶଉଣଇ ପିତର କହିଲେ, “ପ୍ରଭୁ, ଯଦି ସତରେ ଆପଣ ହୋଇଥାଆନ୍ତି, ପାଣଇ ଉପରେ ଚାଲି ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଦେଶ ଦିଅନ୍ତୁ।” ଯୀଶୁ କହିଲେ, “ଚାଲି ଆସ।” ପିତର ନୌକରୁ ବାହାରି ଯୀଶଉଙ୍କ ଆଡ଼କୁ ପାଣି ଉପରେ ଚାଲିବାକୁ ଲାଗିଳେ।