1
ଲୂକ 16:10
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ।
Comparar
Explorar ଲୂକ 16:10
2
ଲୂକ 16:13
କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରିପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାରିବ ନାହିଁ।”
Explorar ଲୂକ 16:13
3
ଲୂକ 16:11-12
ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ? ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ?
Explorar ଲୂକ 16:11-12
4
ଲୂକ 16:31
କିନ୍ତୁ ସେ ତାହାକୁ କହିଲେ, ‘ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ।’”
Explorar ଲୂକ 16:31
5
ଲୂକ 16:18
ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।”
Explorar ଲୂକ 16:18
Inicio
Biblia
Planes
Vídeos