Logo de YouVersion
Icono de búsqueda

ଲୂକ 18:7-8

ଲୂକ 18:7-8 ODIAOV-BSI

ତେବେ ଈଶ୍ଵରଙ୍କର ଯେଉଁ ମନୋନୀତ ଲୋକମାନେ ଦିବାରାତ୍ର ତାହାଙ୍କୁ ଡାକୁଥାଆନ୍ତି, ସେ କି ସେମାନଙ୍କ ପ୍ରତି କୃତ ଅନ୍ୟାୟର ପ୍ରତିକାର କରିବେ ନାହିଁ, ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁ ଅଟନ୍ତି? ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କୃତ ଅନ୍ୟାୟର ପ୍ରତିକାର କରିବେ। ତଥାପି ମନୁଷ୍ୟପୁତ୍ର ଆସି ପୃଥିବୀରେ କଅଣ ବିଶ୍ଵାସ ଦେଖିବେ?