Logo de YouVersion
Ícono Búsqueda

ଆଦି ପୁସ୍ତକ 1:29

ଆଦି ପୁସ୍ତକ 1:29 OERV

ପରମେଶ୍ୱର କହିଲେ, “ମୁଁ ତୁମ୍ଭମାନଙ୍କୁ ସମସ୍ତ ପ୍ରକାର ବୀଜୋଉତ୍ପାଦକ ଗଛ ଦେଉଛି ଏବଂ ପ୍ରତ୍ୟେକ ଗଛ ଯାହାର ଫଳ ମଧ୍ୟରେ ବୀଜ ଅଛି ତାହା ତୁମ୍ଭର ଖାଦ୍ୟ ହେବ।