1
ଜଅନ୍ 19:30
ସତିଅର୍ ବାଟ୍, ନୁଆ ନିୟମ୍, 2020
ଜିସୁ ସେଟା କାଇକରି “ସାରିଗାଲାବେ ! ” ବଲି କଇଲା । ଏତ୍କି କଇକରି ତାର୍ ଆତ୍ମା ସର୍ପିଦେଲା ।
مقایسه
ଜଅନ୍ 19:30 را جستجو کنید
2
ଜଅନ୍ 19:28
ଏତ୍କି ବିତ୍ରେ ଜିସୁ ସବୁ ବିସଇ ପୁରାପୁରୁନ୍ ଅଇଲାଟା ଜାନିପାର୍ଲା, ମାତର୍ ସାସ୍ତରର୍ ବବିସତ୍ କାତା ପୁରା କର୍ବାପାଇ ସେ କଇଲା “ମକେ ସସ୍ କଲାନି ।”
ଜଅନ୍ 19:28 را جستجو کنید
3
ଜଅନ୍ 19:26-27
ଜିସୁ ବେସି ଆଲାଦ୍ କର୍ବା ଗଟେକ୍ ସିସ୍ ତାର୍ ମାଆର୍ ଲଗେ ଟିଆ ଅଇରଇଲାଟା ଦେକି ଜିସୁ ତାର୍ ମାକେ କଇଲା, “ଏଦେ ଦେକା ! ତର୍ ପଅ !” ତାର୍ ପଚେ ସେ ସିସ୍କେ କଇଲା “ଏଦେ ଦେକା ! ତର୍ ଆୟା !” ସେଦିନେ ଅନି ସେ ସିସ୍ ଜିସୁର୍ ମାକେ ନିଜର୍ ଗରେ ଡାକିନେଲା ।
ଜଅନ୍ 19:26-27 را جستجو کنید
4
ଜଅନ୍ 19:33-34
ମାତର୍ ଜେଡେବେଲା ସେମନ୍ ଜିସୁର୍ ଲଗେ ଆସି ଦେକ୍ଲାଇଜେ, ସେ ମରିଜାଇରଇଲା । ସେଟାର୍ପାଇ ସେମନ୍ ତାର୍ ଗଡ୍ ବାଙ୍ଗାଅତ୍ ନାଇ । ମାତର୍ ଗଟେକ୍ ସନିଅ ଚେଲ୍ ସଙ୍ଗ୍ ତାର୍ ପାଞ୍ଜ୍ରା ତଲେ ବୁସ୍ଲା ଦାପ୍ରେ ବନି ଆରି ପାନି ବାରଇଲା ।
ଜଅନ୍ 19:33-34 را جستجو کنید
5
ଜଅନ୍ 19:36-37
କାଇକେବଇଲେ ସାସ୍ତରର୍ ଏ ବାକିଅ ପୁରାପୁରୁନ୍ ଅଇବାପାଇ ବଲି ଏ ସବୁ ବିସଇ ଗଟ୍ଲା, “ତାର୍ ଗଟେକ୍ ଆଡ୍ ମିସା ନ ଚିଲ୍ପେ ।” ପର୍ମେସରର୍ ସାସ୍ତରେ ଆରି ଗଟେକ୍ ବାକିଅ ଏନ୍ତାରି ଆଚେ ଜାକେ ସେମନ୍ ବୁସ୍ଲାଇଆଚତ୍, ତାକେ ଦେକ୍ବାଇ ଆରି ତାର୍ ବାଟେସେ ଦେକ୍ତେ ରଇବାଇ ।
ଜଅନ୍ 19:36-37 را جستجو کنید
6
ଜଅନ୍ 19:17
ଜିସୁ ତାର୍ ନିଜର୍ କୁର୍ସ ବଇକରି ନଅରର୍ ବାଇରେ ରଇବା କାପାଲ୍ ନାଉଁର୍ ଜାଗାଇ ଗାଲା । ଏବ୍ରି ବାସାଇ ସେ ଜାଗାକେ ଗଲ୍ଗାତା ବଲି କଇବାଇ ।
ଜଅନ୍ 19:17 را جستجو کنید
7
ଜଅନ୍ 19:2
ସନିଅମନ୍ କାଟାର୍ ମୁକୁଟ୍ ତିଆର୍ କରି ଜିସୁର୍ ମୁଣ୍ଡେ ପିନ୍ଦାଇଲାଇ ଆରି ଜାମ୍କଲି ରଙ୍ଗର୍ ପଚିଆ ଗାଗ୍ଡେ ପିନ୍ଦାଇଦେଲାଇ ।
ଜଅନ୍ 19:2 را جستجو کنید
خانه
كتابمقدس
برنامههای مطالعه
ویدیوها