ଜଅନ୍ 10
10
ମେଣ୍ଡା ଗଉଡର୍ କାତା
1ଜିସୁ କଇଲା, “ମୁଇ ତମ୍କେ ସତ୍ କଇଲିନି, ଜେ ଦୁଆର୍ ବାଟେ ନ ଜାଇ ବିନ୍ବାଟେ ଜାଇ ମେଣ୍ଡାସାଲେ କେଟ୍ସି, ସେ ଚର୍ ଆରି କାଙ୍ଗାର୍ । 2ମାତର୍ ଜେ ଦୁଆର୍ ବାଟେ ଜାଇ ମେଣ୍ଡାସାଲେ କେଟ୍ସି, ସେ ମେଣ୍ଡା ରାସିର୍ ଗଉଡ୍ । 3ଜାଗୁଆଲ୍ ଦୁଆର୍ ଉଗାଡି ଦେଇସି ଆରି ନାଉଁ ଦାରି ଡାକ୍ସି । ମେଣ୍ଡାମନ୍ ତାର୍ ଡାକ୍ଲାଟା ସୁନ୍ବାଇ, ଆରି ସେମନ୍କେ ବାର୍କରାଇ ଦାରିଜାଇସି । 4ନିଜର୍ ସବୁ ମେଣ୍ଡାମନ୍କେ ବାଇରେ ଆନ୍ବା ବେଲେ, ସେ ଆଗେ ଆଗେ ଇଣ୍ଡ୍ସି ଆରି ମେଣ୍ଡାମନ୍ ତାର୍ ପଚେ ପଚେ ଜିବାଇ । କାଇକେବଇଲେ ମେଣ୍ଡାମନ୍ ତାର୍ ଡାକ୍ଲାଟା ଜାନତ୍ । 5ମାତର୍ ମେଣ୍ଡାମନ୍ କେବେ ମିସା ନ ଚିନ୍ଲା ଲକର୍ ପଚ୍ ପଚ୍ ନ ଜାଅତ୍, ତାର୍ଲଗେଅନି ପାଲାଇବାଇ । କାଇକେବଇଲେ ସେମନ୍ ଅଚିନାର୍ ଲକ୍ ଡାକ୍ଲେ ନ ଜାଅତ୍ ।”
6ଜିସୁ ସେମନ୍କେ ଏନ୍ତି ଉଦାଅରଣ୍ ଦେଇ କଇଲା, ମାତର୍ ସେମନ୍ ତାର୍ ଅରତ୍ କାଇଟା ବଲି ବୁଜି ନାପାର୍ଲାଇ ।
ଜିସୁ ନିମାନ୍ ମେଣ୍ଡା ଗଉଡ୍
7ସେଟାର୍ ପାଇ ଜିସୁ ଆରିତରେକ୍ କଇଲା, “ମୁଇ ତମ୍କେ ସତ୍ କଇଲିନି ମୁଇ ମେଣ୍ଡାମନର୍ ଡିଆଗଡି । 8ମର୍ ଆଗ୍ତୁ ଜେତେଲକ୍ ଆସିଆଚତ୍, ସେମନ୍ ସବୁଲକ୍ ଜାକ ଚର୍ ଆରି କାଙ୍ଗାର୍ମନ୍, ସେଟାର୍ପାଇ ମେଣ୍ଡାମନ୍ ତାକର୍ କାତା ମୁଲ୍କେ ସୁନତ୍ନାଇ । 9ମୁଇ ଦୁଆର୍, ଜଦି କେ ମିସା ମର୍ ବାଟେ ଆସି କେଟ୍ସି ବଇଲେ, ସେ ରକିଆପାଇସି, ଆରି ସେ ବିତ୍ରେ ଆରି ବାଇରେ ଜାଇ ଚାରି ପାର୍ସି । 10ଚର୍, ଚରାଇବାକେ, ମରାଇବାକେ, ଆରି ନାସ୍ କର୍ବାକେସେ ଆଇସି, ମାତର୍ ମୁଇ ଜେନ୍ତିକି ସେମନ୍କେ ପୁରାପୁରୁନ୍ ଜିବନ୍ ଦେବାକେ ଆଇଲି ଆଚି ।”
11ମୁଇ ନିମାନ୍ ମେଣ୍ଡା ଚାରାଉ ଗଉଡ୍ । ନିମାନ୍ ଗଉଡ୍ ମେଣ୍ଡାମନର୍ ଲାଗି ନିଜର୍ ଜିବନ୍ ମିସା ଦେଇସି । 12ଜେ ମେଣ୍ଡା ଚାରାଉ ନଏଁ, ମାତର୍ ବୁତି ପାଉ, ମେଣ୍ଡାମନ୍ ତାର୍ ନିଜର୍ଟା ନଅତ୍, ସେଟାର୍ପାଇ ଡୁର୍କା ଆଇବାଟା ଦେକି ମେଣ୍ଡାମନ୍କେ ଚାଡି ପାଲାଇସି । ଆରି ଡୁର୍କା ମେଣ୍ଡାମନ୍କେ ଦାରି ଚିନ୍ ଚତର୍ କରିଦେଇସି । 13ଜେ ବୁତି ମିଲବଲି ମେଣ୍ଡା ଚାରାଇସି, ସେ ମେଣ୍ଡାମନ୍କେ ଚାଡି ଉଟିଜାଇସି । କାଇକେବଇଲେ ସେ ମେଣ୍ଡାମନର୍ ପାଇ ଚିନ୍ତା ନ କରେ । 14#ମାତିଉ ୧୧:୨୭; ଲୁକ୍ ୧୦:୨୨ମୁଇ ନିକ ମେଣ୍ଡା ଚାରାଉ । ବାବା ଜେନ୍ତାରି ମକେ ଜାନେ, ମୁଇ ମିସା ସେନ୍ତି ବାବାକେ ଜାନି, 15ସେନ୍ତାରିସେ ମୁଇ ମର୍ ନିଜର୍ ମେଣ୍ଡାମନ୍କେ ଜାନି । ଆରି ମେଣ୍ଡାମନ୍ ମିସା ମକେ ଜାନତ୍ । ମୁଇ ସେମନର୍ ଲାଗି ମର୍ ଜିବନ୍ ଦେବାକେ ମିସା ରାଜି । 16ଏନ୍ତାରି ମର୍ ବିନ୍ ମେଣ୍ଡାମନ୍ ଆଚତ୍ । ସେମନ୍ ଏ ରାସି ଟାନେ ନାଇ, ମକେ ସେମନ୍କେ ମିସା ଆନ୍ବାକେ ପଡ୍ସି । ସେମନ୍ ମୁଇ ଡାକ୍ବାଟା ସୁନ୍ବାଇ ଆରି ତେଇର୍ ଗଟେକ୍ ରାସି ଅଇ ରଇବାଇ । “
17“ମର୍ ବାବା ମକେ ଆଲାଦ୍ କଲାନି, କାଇକେବଇଲେ ମୁଇ ମର୍ ଜିବନ୍ ଦେବାକେ ମନ୍ କଲିନି । ଆରି ମର୍ ଜିବନ୍ ଦାନ୍ କର୍ବି ବଇଲେ ଆରିତରେକ୍ ସେଟା ପାଇବି । 18ମର୍ ଜିବନ୍ ବିନ୍ ଲକ୍ ନେଇ ନାପାରତ୍ । ସେଟା ମୁଇ ନିଜେ ମନ୍କରି ଦାନ୍ କର୍ବି କି ଆରିତରେକ୍ ଆନ୍ବାକେ ମିସା ମର୍ ଅଦିକାର୍ ଆଚେ । ମର୍ ବାବା ମକେ ଏ ଅଦିକାର୍ ଦେଇଆଚେ ।”
19ଜିସୁର୍ ଏ ସବୁ କାତାର୍ ଲାଗି ଜିଉଦିମନ୍ ବାଗ୍ ବାଗ୍ ଅଇଗାଲାଇ । 20ସେମନର୍ ବିତ୍ରେ କେତେକ୍ ଲକ୍ କଇବାର୍ ଦାର୍ଲାଇ, “ତାକେ ଡୁମା ଦାରିଆଚେ, ସେ ବାୟାଟା, କାଇକେ ତାର୍ କାତା ସୁନ୍ଲାସ୍ନି ?” 21ମାତର୍ ବିନ୍ଲକ୍ମନ୍ କଇଲାଇ, “ଏ ସବୁ କାତା ତା ଡୁମା ଦାରି ରଇବା ଲକ୍ କଇନାପାରେ । ଡୁମା କାଇ କାଣା ଲକର୍ ଆଁକି ନିମାନ୍ କରିଦେଇପାରେ କି ?”
ଜିସୁକେ ନାମତ୍ ନାଇ
22ସେ ବେଲେ ସିତ୍ ଦିନ୍ ଅଇରଇଲା ଆରି ଜିରୁସାଲାମ୍ ମନ୍ଦିର୍ ତିଆର୍ କଲା ପରବ୍ ଅଇତେରଇଲା । 23ତେଇ ଜିସୁ ମନ୍ଦିରେ ସଲ୍ମନର୍ ମଣ୍ଡପେ ବୁଲ୍ତେରଇଲା । 24ତେଇ ଜିଉଦିମନ୍ ତାକେ ଚାରିବେଟ୍ତିଅନି ଡାବିଅଇ ପାଚାର୍ବାର୍ ଦାର୍ଲାଇ, “ଆରି କେତେ ଦିନ୍ ଜାକ ଆମ୍କେ ନାଡାଇସୁ ? ତମେ ଜଦି ପର୍ମେସର୍ ବାଚି ପାଟାଇଲା ରାଜା ମସିଅ ଅଇରଇଲେ ଆମ୍କେ ସତ୍ କାତା କ ।”
25ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ପର୍ତୁମ୍ କଇଆଚି, ମାତର୍ ମକେ ବିସ୍ବାସ୍ କରାସ୍ନାଇ । ମର୍ ବାବାର୍ ଅଦିକାରେ ମୁଇ ଜନ୍ ଜନ୍ କାମ୍ମନ୍ କଲିଆଚି, ସେ ସବୁଜାକ ମର୍ ବିସଇର୍ ସାକି ଦେଲାନି । 26ମାତର୍ ତମେ ମକେ ବିସ୍ବାସ୍ କରାସ୍ନାଇ, କାଇକେବଇଲେ ତମେ ମର୍ ମେଣ୍ଡାମନ୍ ନୁଆସ୍ । 27ମର୍ ସବୁ ମେଣ୍ଡାମନ୍ ମୁଇ ଡାକ୍ବାଟା ସୁନ୍ବାଇ, ମୁଇ ସେମନ୍କେ ଜାନି, ଆରି ସେମନ୍ ମର୍ ପଚେ ପଚେ ଆଇବାଇ । 28ଆରି ମୁଇ ସେମନ୍କେ ନ ସାର୍ବା ଜିବନ୍ ଦେବି । ସେମନ୍ କେବେମିସା ନସ୍ଟ ନ ଅଅତ୍ । ସେମନ୍କେ ମର୍ ଆତେଅନି କେ ମିସା ଚାଡାଇ ନେଇ ନାପାରତ୍ । 29ମର୍ ବାବା ମକେ ଜନ୍ଟା ଦେଲାଆଚେ, ସେଟା ସବୁର୍ଟାନେଅନି ଅଦିକ୍ ମୁଲିଅ । ବାବାର୍ ଆତେଅନି ସେଟା କେ ମିସା ଚାଡାଇ ନେଇ ନାପାରତ୍ । 30ବାବା ଆରି ମୁଇ ଗଟେକ୍ ସେ ।”
31ଏ କାତା ସୁନି ଲକ୍ମନ୍ ତାକେ ଆରିତରେକ୍ ମାର୍ବାକେ ପାକ୍ନା ବେଟ୍ଲାଇ । 32ଜିସୁ ସେମନ୍କେ କଇଲା, “ମୁଇ ବାବାର୍ ଆଦେସ୍ ଇସାବେ ତମ୍କେ କେତେକ୍ କେତେକ୍ ନିମାନ୍ କାମ୍ ଦେକାଇ ଆଚି, ସେ ସବୁ ନିମାନ୍ କାମ୍ ବିତ୍ରେଅନି, କନ୍ କାମର୍ପାଇ ମକେ ମାର୍ବାକେ ପାକ୍ନା ବେଟିଆଚାସ୍ ?” 33ସେମନ୍ ତାକେ କଇଲାଇ, “ନିମାନ୍ କାମର୍ ଲାଗି ତକେ ଆମେ ମାର୍ବାକେ ପାକ୍ନା ବେଟୁନାଇ, ମାତର୍ ପର୍ମେସର୍କେ ନିନ୍ଦା କଲୁସ୍ନି ବଲିକରି, ଆରି ତୁଇ ମନସ୍ ଅଇକରି ନିଜ୍କେ ପର୍ମେସର୍ ବଲାଇଅଇବାର୍ ଲାଗି ।”
34ଜିସୁ ସେମନ୍କେ କଇଲା, “ତମର୍ ରିତିନିତି ଟାନେ କାଇ ଏଟା ଲେକାନାଇ କି ? ପର୍ମେସର୍ କଇଲା ତମେ ପର୍ମେସର୍ । 35ଆମେ ଜାନୁ ସାସ୍ତରର୍ ବାକିଅ ସବୁ ଦିନର୍ ପାଇ ସତ୍ । ପର୍ମେସରର୍ ବାକିଅ ଜନ୍ଲକ୍ମନ୍ ଜାନିଆଚତ୍, ସେମନ୍କେ ପର୍ମେସର୍ ବଲି କୁଆ ଅଇଲାଆଚେ । 36ବାବା ମକେ ବାଚିକରି ଏ ଦୁନିଆଇ ପାଟାଇଆଚେ, ସେନ୍ତାର୍ ଆଲେ ମୁଇ ନିଜ୍କେ ପର୍ମେସରର୍ ପ ବଲି କଇଲାକେ, ତମେ ମକେ କେନ୍ତି ପର୍ମେସର୍କେ ନିନ୍ଦା କଲୁସ୍ନି ବଲି କଇଲାସ୍ନି ? 37ମୁଇ ଜଦି ମର୍ ବାବାର୍ କାମ୍ ନ କରି, ସେନ୍ତାର୍ଆଲେ ମକେ ବିସ୍ବାସ୍ କରାନାଇ । 38ଜଦି ମୁଇ ସେ ମନ୍କଲାଟା ପୁରାପୁରୁନ୍ କର୍ବି ବଇଲେ, ମକେ ବିସ୍ବାସ୍ ନ କଲେମିସା ମୁଇ କର୍ବା କାମ୍ ବିସ୍ବାସ୍ କରା । ସେଟାର୍ ପାଇ ତମେ ଜାନିପାରାସ୍ ଜେ, ମର୍ ବାବା ପର୍ମେସର୍ ମର୍ ସଙ୍ଗ୍ ଆଚେ ଆରି ମୁଇ ତାର୍ଟାନେ ଆଚି ।”
39ସେମନ୍ ଆରିତରେକ୍ ଜିସୁକେ ଦାର୍ବାକେ ଚେସ୍ଟା କଲାଇ, ମାତର୍ ଜିସୁ ସେମନ୍କେ ଦାରାଇ ନ ଅଇକରି କସ୍ରି ଉଟିଗାଲା ।
40 #
ଜଅନ୍ ୧:୨୮
ତାର୍ପଚେ ସେ ଆରିତରେକ୍ ଜର୍ଦନ୍ ଗାଡର୍ ସେପାଟେ ଉଟିଜାଇକରି ଆଗେ ଜଅନ୍ ଜନ୍ ଜାଗାଇ ଡୁବନ୍ ଦେଇ ରଇଲା, ସେ ଜାଗାଇ ଜାଇକରି ରଇଲା । 41ଆରି ବେସିଲକ୍ମନ୍ ତାର୍ଲଗେ ଆସିକରି କଇଲାଇ, “ଜଅନ୍ ସିନା କାଇ କାବାଅଇ ଜିବା କାମ୍ କରି ନ ରଇଲା, ମାତର୍ ଏ ଲକର୍ ବିସଇନେଇ ଜଅନ୍ ଜେତ୍କି କାତା କଇରଇଲା, ସେ ସବୁ ସତ୍ ଆକା ।” 42ଆରି ସେ ଜାଗାଇ ବେସି ଲକ୍ମନ୍ ଜିସୁକେ ବିସ୍ବାସ୍ କଲାଇ ।
اکنون انتخاب شده:
ଜଅନ୍ 10: NTSaa20
هایلایت
به اشتراک گذاشتن
کپی
می خواهید نکات برجسته خود را در همه دستگاه های خود ذخیره کنید؟ برای ورودثبت نام کنید یا اگر ثبت نام کرده اید وارد شوید
The New Testament in Desiya Language © The Word for the World International and Desiya Translation Samithi, Koraput, Odisha. 2020