ଲୁକ୍ 21
21
ଗଟେକ୍ ରାଣ୍ଡିମାଇଜିର୍ ଚାନ୍ଦା
1ତାର୍ ପଚେ ଜିସୁ ଚାରିବେଡ୍ତି ଦେକ୍ଲା ଆରି ସାଉକାର୍ ଲକ୍ମନ୍ ମନ୍ଦିରର୍ ପେଟିଆଟାନେ ଦାନ୍ ଦେବାଟା ଦେକ୍ଲା । 2ସେବେଲା ଗଟେକ୍ ଅର୍କିତ୍ ରାଣ୍ଡି ମାଇଜି ମିସା ଜଡେକ୍ ତାମାକାସୁ ଦେବାଟା ଜିସୁ ଦେକ୍ଲା । 3“ମୁଇ ତମ୍କେ ସତ୍ କାତା କଇଲିନି, ସବୁ ଲକର୍ଟାନେଅନି ଏ ରାଣ୍ଡିମାଇଜି ଅଦିକ୍ ଦେଲା ଆଚେ । 4କାଇକେ ବଇଲେ ସାଉକାର୍ ଲକ୍ମନ୍ ନିଜର୍ ନିଜର୍ ଅଗଲ୍ଲା ଦନ୍ତେଇଅନି ଅଲପ୍ ଅଲପ୍ ଦେଲାଇ ଆଚତ୍ । ମାତର୍ ଏ, ନିଜେ ବଁଚ୍ବା ପାଇ ତାର୍ ଜେତ୍କି ରଇଲା ସବୁ ଦେଲା ଆଚେ ।”
ମନ୍ଦିର୍ ବସଲ୍ଲାଟା
(ମାତିଉ ୨୪:୩-୧୪; ମାର୍କ ୧୩:୩-୧୩)
5କେତେଟା ସିସ୍ମନ୍ ମନ୍ଦିରର୍ ବିସଇ ନେଇକରି ନିଆଇ କର୍ତେ ରଇଲାଇ । “ତେଇ ଲାଦିରଇବା ସୁନ୍ଦର୍ ସୁନ୍ଦର୍ ପାକ୍ନା ଆରି ପର୍ମେସର୍କେ ସର୍ପି ଦେଲା ଦାନ୍ ସଙ୍ଗ୍ କେତେକ୍ ସୁନ୍ଦର୍ ଗର୍ ବାନ୍ଦ୍ଲାଇ ଆଚତ୍” ବଲି କାତାଅଇତେ ରଇଲାଇ । 6“ଏନ୍ତି ଦିନ୍ ଆଇସି, ଏବେ ତମେ କାଇ କାଇଟା ଦେକ୍ଲାସ୍ନି ସେଟା ସବୁ କୁରୁପ୍ନାସ୍ ଜାଇସି । ଗଟେକ୍ ପାକ୍ନା ମିସା ତାର୍ ଜାଗାଇ ନ ରଏ । ସବୁ ମାଟିତେଇ ମିସି ଜାଇସି ।”
ଦୁକ୍ ଆରି ତାଡ୍ନା
(ମାତିଉ ୨୪:୩-୨୪; ମାର୍କ ୧୩:୩-୧୩)
7ତାର୍ ପଚେ ସେମନ୍ ଜିସୁକେ ପାଚାର୍ଲାଇ, “ଏ ଗୁରୁ, ଏଟା ସବୁ କେବେ ଅଇସି ? ଆରି ଏ ସବୁ ଗଟ୍ନା କେଟ୍ବା ଆଗ୍ତୁ ସେଟା କେଡେବଲ୍ ଅଇସି ବଲି କେନ୍ତି ଚିନି ଅଇସି ?”
8ଜିସୁ ସେମନ୍କେ କଇଲା, “ଜାଗ୍ରତ୍ଅଇକରି ରୁଆ, ନାଡାଇ ଉଆ ନାଇ । ବେସି ଲକ୍ ମର୍ ନାଉଁଦାରି ଆସି କଇବାଇ, ‘ମୁଇ ସେ ଆକା ।’ ବେଲା କେଟ୍ଲା ଆଚେ, ମାତର୍ ତମେ ସେମନର୍ ପଚେ ଜାଆ ନାଇ । 9ଆରି କେବେ ତମେ ଜୁଇଦ୍ ଆରି କିରମାର ଅଇବାଟା ସୁନ୍ସା, ସେବେଲା ଡରା ନାଇ । କାଇକେ ବଇଲେ ଏ ସବୁ ଗଟ୍ନା ଆଗ୍ତୁ ଅଇସିସେ । ମାତର୍ ଏ ଦୁନିଆର୍ ସେସ୍ ଦିନ୍ ସେଦାପ୍ରେ ନ ଆସେ ।”
10ଆରି ଜିସୁ କଇଲା, “ଦେସ୍ ବିରୁଦେ ଦେସ୍ ଆରି ଜାତି ବିରୁଦେ ଜାତି ଉଟ୍ସି । 11ଦର୍ତନି ଚୁଲ୍ବୁଲ୍ସି । ବଡ୍ ରଗ୍ମନ୍ ଅଇସି ଆରି ଆକାସେ କେବେ ନ ଅଇବା କାବା ଅଇଜିବା ଚିନ୍ମନ୍ ଡିସ୍ସି । 12ମାତର୍ ଏ ସବୁ ବିସଇ ନ ଅଇବା ଆଗ୍ତୁ, ତମ୍କେ ବାନ୍ଦିକରି ନେଇ ସାସ୍ତି ଦେବାଇ, ପାର୍ତନା ଗର୍ମନ୍କେ ବିଚାର୍ କରି ବନ୍ଦିଗରେ ପାକାଇବାକେ ସର୍ପିଦେବାଇ । ମର୍ପାଇ ତମେ ରାଜା ଆରି ସାସନ୍ କାରିଆମନର୍ ମୁଆଟେ ଟିଆ ଅଇସା । 13ମର୍ ବିସଇ ତମେ ବିନ୍ ଲକ୍ମନ୍କେ କଇବାକେ ଗଟେକ୍ ସମାନ୍ ବେଲା ଅଇସି । 14#ଲୁକ୍ ୧୨:୧୧,୧୨ତେବର୍ ପାଇ ‘ମୁଇ ନିଜ୍କେ କେନ୍ତି ରକିଆ କର୍ବି ?’ ସେ ବିସଇ ବାବିକରି ଆଗେଅନି ଚିନ୍ତା କରା ନାଇ । 15କାଇକେ ବଇଲେ ମୁଇ ତମ୍କେ ଟିକ୍ପଦ୍ କଇବାକେ ଗିଆନ୍ ଦେବି । ତମ୍କେ ବିରଦ୍ କର୍ବା ଲକ୍ମନ୍ ସେ ଗିଆନର୍ ବାଦୁଲେ କାଇଟା କଇନାପାରତ୍ । 16ଆରି ତମର୍ ମାଆ ବାବା, ବାଇ, ନିଜର୍ ଲାଗାର୍ ଲିତାର୍ ଲକ୍, ମଇତର୍ମନ୍ ଆରି କୁଟୁମର୍ ଲକ୍ମନ୍, ତମ୍କେ ବିରଦିମନ୍କେ ସର୍ପି ଦେବାଇ ଆରି ତମର୍ ବିତ୍ରେ ଅନି କେତେ ଲକ୍କେ ମରାଇଦେବାଇ । 17ତମେ ମର୍ତେଇ ବିସ୍ବାସ୍ କଲାସ୍ନି ବଲି ଗୁଲାଇ ଲକ୍ମନ୍ ତମ୍କେ ଇନ୍ କର୍ବାଇ । 18ମାତର୍ ତମର୍ ମୁଣ୍ଡର୍ ଚେଣ୍ଡି ମିସା ଗଟେକ୍ ନ ନସେ । 19ତମେ ଡାଟ୍ଅଇ ରଇଲେ ଏ ସବୁ ବିସଇ ମୁର୍ଚିକରି, ତମର୍ ଆତ୍ମାକେ ରକିଆ କର୍ସା ।”
ଜିରୁସାଲାମ୍ ନସ୍ଟ ଅଇଜାଇସି
(ମାତିଉ ୨୪:୧୫-୨୧; ମାର୍କ ୧୩:୧୪-୧୯)
20“ମାତର୍ ଜେଡେବଲ୍ ତମେ ଜିରୁସାଲମ୍ ଗଡେ ବିରଦି ସନିଅମନ୍ ଚାରିବେଡ୍ତି କିନ୍ଦ୍ରି ରଇବାଟା ଦେକ୍ସା ବଇଲେ, ସେବେଲା ଜିରୁସାଲାମ୍ ନସ୍ଟ ଅଇବା ବେଲା ଲଗେ କେଟ୍ଲା ବଲି ଜାନା । 21ସେବେଲାଇ କେ କେ ଜିଉଦା ଦେସେ ରଇବାଇ, ସେମନ୍ ଡଙ୍ଗର୍ ବିତ୍ରେ ପାଲାଅତ୍ । କେ କେ ଗଡ୍ ବିତ୍ରେ ରଇବାଇ ସେମନ୍ କେନେ ମିସା ବଁଚ୍ବାକେ ପାଲାଅତ୍ । କେ କେ ଗଡ୍ ବାଇରେ ରଇବାଇ ସେମନ୍ ଗଡ୍ ବିତ୍ରେ ନ ପୁରତ୍ । 22କାଇକେ ବଇଲେ ସେଟା ସାସ୍ତରର୍ ସବୁ ବିସଇ ଜେନ୍ତିକି ସିଦ୍ ଅଇସି, ସେଟାର୍ ପାଇ ସେ ଦିନ୍ମନ୍ ବେସି ଡଣ୍ଡ୍ ପାଇବା ଦିନ୍ମନ୍ ଅଇସି । 23ସେ ଦିନ୍ମନ୍କେ ଗାଗ୍ଡେ ରଇବା ମାଇଜିମନ୍ ଆରି ଦୁଦ୍ କୁଆଇତେରଇବା ମାଆମନର୍ କେତେକ୍ ଦୁକର୍ ଦିନ୍ ଅଇସି । ଏ ଦେସର୍ ଲକ୍ମନ୍କେ ଅପର୍ବଲ୍ ଦୁକ୍ ଆଇସି ଆରି ସେମନ୍ ଡଣ୍ଡ୍ ପାଇବାଇ । 24କେତେ ଲକ୍କେ କାଣ୍ଡାର୍ଦାର୍ ସଙ୍ଗ୍ ମରାଇବାଇ ଆରି କେତେ ଲକ୍ମନ୍କେ ବନ୍ଦିକରି ବିନ୍ବିନ୍ ଦେସେ ଦାରିଜିବାଇ । ଜିଉଦି ନଇଲା ଲକ୍ମନର୍ ବେଲା ନ ସାର୍ବାଜାକ ଜିରୁସାଲାମ୍ ବିନାସ୍ କର୍ବାକେ ଚାଡିଦେବାଇ ।”
ନର୍ପିଲା ଆଇବାଟା
(ମାତିଉ ୨୪:୨୯-୩୧; ମାର୍କ ୧୩:୨୪-୨୭)
25 #
ପର୍କାସିତ ୬:୧୨,୧୩ “ବାଦ୍ଲେ, ବେଲ୍ଟାନେ, ଜନ୍ଟାନେ ତାରାମନର୍ଟାନେ କେବେ ନ ଡିସ୍ବା ଚିନ୍ମନ୍ ଡିସ୍ସି । ଦୁନିଆର୍ ସବୁ ଦେସର୍ ଲକ୍, ବେସି ଦୁକ୍ କସ୍ଟ ପାଇବାଇ । ଜେଡେବେଲା ସମ୍ଦୁରର୍ ବଡ୍ ଲଅଡି ଗରଜ୍ଲେ ଲକ୍ମନ୍ କାଇଟା କର୍ବାର୍ ଆଚେ କାଇଟା ନାଇ ବଲି ବାୟାବିକଲ୍ ଅଇଜିବାଇ । 26ଆରି ଲକ୍ମନ୍ ଦୁନିଆଇ ଆଇବା ସବୁ ଗଟ୍ନା ଦେକିକରି ‘କାଇକେ ଏନ୍ତି ଅଇଲାନି ?’ ବଲି ଡରିକରି କେତେ ଲକ୍ ମୁର୍ଚା ଅଇଜିବାଇ । କାଇକେ ବଇଲେ ଆକାସେ ରଇଲା ସବୁ ବିସଇ ପର୍ମେସର ଚୁଲ୍ବୁଲାଇ ଦେଇସି । 27#ପର୍କାସିତ ୧:୭ସେବେଲାଇ ଲକ୍ମନ୍ ପର୍ମେସର୍ ତେଇଅନି ଆସିରଇବା ନର୍ପିଲା ମୁଇ, ବେସି ବପୁସଙ୍ଗ୍ ଆରି ଡାକ୍ପୁଟାଅଇକରି ବାଦ୍ଲେ ଆଇବାଟା ଦେକ୍ବାଇ । 28ମାତର୍ ଏ ସବୁ ଗଟ୍ନା ଆରାମ୍ ଅଇଲେ ତମେ ଡାଟ୍ସଙ୍ଗ୍ ଟିଆଅଇ ଉପ୍ରେ ଦେକା । କାଇକେ ବଇଲେ ତମର୍ ରକିଆ ପାଇବା ଦିନ୍ ଲଗେ ଆଚେ ।”
ଡୁମ୍ରି ଗଚର୍ ସିକିଆ
(ମାତିଉ ୨୪:୩୨-୩୫; ମାର୍କ ୧୩:୨୮-୩୧)
29ଆରି ଜିସୁ ସେମନ୍କେ ଗଟେକ୍ ଉଦାଅରନ୍ କଇଲା, “ଡୁମ୍ରି ଗଚ୍ ଆରି ବିନ୍ ସବୁ ଗଚର୍ କାତା ଚିନ୍ତା କରା । 30ଜେଡେବେଲେ ତାର୍ କେନ୍ଦିଅନି ପତର୍ ପାଲୁଆନି କର୍ସି, ଆରି କାଁଚାପତ୍ରିଆ ଡିସ୍ଲେ କାରାଦିନ୍ କେଟ୍ଲା ବଲି ତମେ ଜାନ୍ସା । 31ସେନ୍ତାରିସେ ଏ ସବୁ ବିସଇ ଅଇବାଟା ଦେକ୍ଲେ ପର୍ମେସରର୍ ରାଇଜ୍ କେଟି ଆଇଲା ବଲି ଜାନ୍ସା ।”
32“ମୁଇ ତମ୍କେ ସତ୍କାତା କଇଲିନି । ମନେ ରକା, ଏବେ ଜିବନ୍ ରଇବା ସବୁ ଲକ୍ମନର୍ ମରନ୍ ଅଇବା ଆଗ୍ତୁ ଏ ସବୁ ଗଟ୍ସି । 33ସରଗ୍ ଆରି ମଚ୍ପୁର୍ ନସି ଜାଇସି, ମାତର୍ ମର୍ ବାକିଅ କେବେ ନ ନସେ ।”
ସବୁବେଲା ଜାଗ୍ରତ୍ ରୁଆ
34“ମାତର୍ ତମେ ନିଜର୍ ନିଜର୍ ବିସଇ ନେଇକରି ଜାଗ୍ରତ୍ ରୁଆ । ତମର୍ ମନ୍ ସବୁବେଲାଇ ବଜିବାତ୍ କରି ମଦ୍ ପେଣ୍ଡମ୍ କାଇବା ବିସଇ ଆରି କେନ୍ତାର୍ ଜିଇବାର୍ ଅଇସି କେନ୍ତାର୍ ନାଇ ବଲି ଚିନ୍ତାକରି ରଇଲାବେଲେ, ସେ ଦିନ୍ ଅଟାତ୍ ପାନ୍ଦ୍ ପାରା ଆସି ଲାଗିଜାଇସି । 35ସେନ୍ତାରିସେ ଏ ଦୁନିଆର୍ ସବୁ ଲକ୍କେ ସେଟା ଗଟ୍ସି । 36ସେ ଦିନ୍ମନ୍କେ ଗଟ୍ବା ସବୁ ବିସଇ ଦେଇ, କାଇ ବିପଦ୍ ନ ଅଇ ଜିବାକେ ଆରି ପର୍ମେସର୍ ପାଟାଇରଇବା ନର୍ପିଲା ମର୍ ମୁଆଟେ ଟିଆ ଅଇବାକେ, ପାର୍ତନା କରି ଜାଗରତ୍ ଅଇରୁଆ ।”
37 #
ଲୁକ୍ ୧୯:୪୭
ଜିସୁ ସେ ଦିନ୍ମନ୍କେ ମନ୍ଦିରେ ଜାଇ ନିମାନ୍ କାତା ସିକାଇ ଦେଇତେ ରଇଲା । ଆରି ତାର୍ ସିସ୍ମନର୍ ସଙ୍ଗ୍ ସବୁ ରାତି ବାରିଜାଇ ଜିତ୍ ନାଉଁର୍ ଡଙ୍ଗ୍ରେ ବିତାଇତେ ରଇଲା । 38ବେସି ଲକ୍ ଜିସୁର୍ କାତା ସୁନ୍ବାକେ ସବୁ ଦିନ୍ ସାକାଲେ ମନ୍ଦିରେ ଜାଇତେରଇଲାଇ ।
Tällä hetkellä valittuna:
ଲୁକ୍ 21: NTSaa20
Korostus
Jaa
Kopioi
Haluatko, että korostuksesi tallennetaan kaikille laitteillesi? Rekisteröidy tai kirjaudu sisään
The New Testament in Desiya Language © The Word for the World International and Desiya Translation Samithi, Koraput, Odisha. 2020