ଆଦି ପୁସ୍ତକ 4:26

ଆଦି ପୁସ୍ତକ 4:26 OERV

ଶେଥର ଏକ ପୁତ୍ର ଥିଲା, ସେ ତା'ର ନାମ ଈନୋଶ ଦେଇଥିଲା। ଏହି ସମୟରେ ମନୁଷ୍ୟମାନେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କରିବାକୁ ଆରମ୍ଭ କଲେ।