ଆଦି ପୁସ୍ତକ 4:9

ଆଦି ପୁସ୍ତକ 4:9 OERV

ଏହା ପରେ ସଦାପ୍ରଭୁ କୟିନକୁ କହିଲେ, “ତୁମ୍ଭର ଭାଇ ହେବଲ କେଉଁଠି?” କୟିନ ଉତ୍ତର ଦେଲା, “ମୁଁ ଜାଣେ ନାହିଁ, ଏହା କ’ଣ ମୋର କାମ ଯେ ମୋର ଭାଇର ମୁଁ ଯତ୍ନ ନେବି ଓ ଜଗି ରହିବି?”