Logo YouVersion
Îcone de recherche

ଯୋହନ 17:22-23

ଯୋହନ 17:22-23 ODIAOV-BSI

ଆଉ, ତୁମ୍ଭେ ମୋତେ ଯେଉଁ ମହିମା ଦେଇଅଛ, ମୁଁ ସେମାନଙ୍କୁ ତାହା ଦେଇଅଛି, ଯେପରି ଆମ୍ଭେମାନେ ଯେପ୍ରକାରେ ଏକ, ସେମାନେ ସେପ୍ରକାରେ ଏକ ହୁଅନ୍ତି; ମୁଁ ସେମାନଙ୍କଠାରେ, ଆଉ ତୁମ୍ଭେ ମୋʼଠାରେ, ଯେପରି ସେମାନେ ସିଦ୍ଧ ହୋଇ ଏକ ହୁଅନ୍ତି, ଯେପରି ଜଗତ ବୁଝିବ ଯେ, ତୁମ୍ଭେ ମୋତେ ପ୍ରେରଣ କଲ, ପୁଣି ମୋତେ ଯେପ୍ରକାରେ ପ୍ରେମ କଲ, ସେମାନଙ୍କୁ ମଧ୍ୟ ସେପ୍ରକାରେ ପ୍ରେମ କଲ।

Vidéo pour ଯୋହନ 17:22-23