Logo YouVersion
Îcone de recherche

ମାଥିଉଲିଖିତ ସୁସମାଚାର 2:12-13

ମାଥିଉଲିଖିତ ସୁସମାଚାର 2:12-13 ODCLBSI

ଏହା ପରେ ସେମାନେ ଅନ୍ୟ ଏକ ପଥ ଦେଇ ସ୍ୱଦେଶକୁ ଫେରିଗଲେ। କାରଣ ହେରୋଦଙ୍କ ନିକଟକୁ ଫେରି ନ ଯିବା ପାଇଁ ଈଶ୍ୱର ସେମାନଙ୍କୁ ସ୍ୱପ୍ନରେ ଆଦେଶ ଦେଇଥିଲେ। ସେମାନେ ଚାଲି ଗଲାପରେ ଈଶ୍ୱରଙ୍କ ଦୂତ ଯୋସେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ, “ହେରୋଦ ଶିଶୁଙ୍କୁ ହତ୍ୟା କରିବା ପାଇଁ ଅନ୍ୱେଷଣ କରିବ। ତେଣୁ ଉଠ, ଶିଶୁଙ୍କୁ ଓ ତାଙ୍କ ମାତାଙ୍କୁ ନେଇ ମିସର ଦେଶକୁ ପଳାଇ ଯାଅ। ସେ ସ୍ଥାନ ଛାଡ଼ିବାକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ।”