1
ଆଦି ପୁସ୍ତକ 25:23
ପବିତ୍ର ବାଇବଲ (Re-edited) - (BSI)
ତହିଁରେ ସଦାପ୍ରଭୁ ତାହାକୁ କହିଲେ, ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି ଜ୍ୟେଷ୍ଠ କନିଷ୍ଠର ସେବା କରିବ।
השווה
חקרו ଆଦି ପୁସ୍ତକ 25:23
2
ଆଦି ପୁସ୍ତକ 25:30
ତହୁଁ ସେ ଯାକୁବକୁ କହିଲା, ମୁଁ କ୍ଳା; ହୋଇଅଛି, ବିନୟ କରେ, ସେହି ରଙ୍ଗା ଡାଲି ଦେଇ ଭୋଜନ କରାଅ; ଏହି ନିମନ୍ତେ ତାହାର ନାମ ଇଦୋମ୍ (ରଙ୍ଗା) ଖ୍ୟାତ ହେଲା।
חקרו ଆଦି ପୁସ୍ତକ 25:30
3
ଆଦି ପୁସ୍ତକ 25:21
ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
חקרו ଆଦି ପୁସ୍ତକ 25:21
4
ଆଦି ପୁସ୍ତକ 25:32-33
ଏଷୌ ଉତ୍ତର କଲା, ଦେଖ, ମୁଁ ମଲା ପରି, ଜ୍ୟେଷ୍ଠାଧିକାରରେ ମୋର କି ଲାଭ? ଯାକୁବ କହିଲା, ତୁମ୍ଭେ ଆଜି ମୋʼ ନିକଟରେ ଶପଥ କର; ତହିଁରେ ସେ ତାହା ନିକଟରେ ଶପଥ କଲା; ଏହିରୂପେ ସେ ଆପଣା ଜ୍ୟେଷ୍ଠାଧିକାର ଯାକୁବକୁ ବିକ୍ରୟ କରିଦେଲା।
חקרו ଆଦି ପୁସ୍ତକ 25:32-33
5
ଆଦି ପୁସ୍ତକ 25:26
ତହିଁ ଉତ୍ତାରେ ଏଷୌର ପାଦମୂଳ ଧରି ତାହାର ଭ୍ରାତା ଭୂମିଷ୍ଠ ହେଲା; ଏଣୁକରି ତାହାର ନାମ ଯାକୁବ (ପଦାପହାରକ) ଦିଆଗଲା। ଇସ୍ହାକଙ୍କର ଷାଠିଏ ବର୍ଷ ବୟସରେ ଏହି ଯାଆଁଳା ପୁତ୍ର ଜାତ ହେଲେ।
חקרו ଆଦି ପୁସ୍ତକ 25:26
6
ଆଦି ପୁସ୍ତକ 25:28
ଇସ୍ହାକ ମୃଗୟା ମାଂସ ଅତି ସୁସ୍ଵାଦୁ ବୋଧ କରିବାରୁ ଏଷୌକୁ ଭଲ ପାଇଲେ। ମାତ୍ର ରିବିକା ଯାକୁବକୁ ଭଲ ପାଇଲା।
חקרו ଆଦି ପୁସ୍ତକ 25:28
בית
כתבי הקודש
תכניות
קטעי וידאו