ଆଦି ପୁସ୍ତକ 28:16

ଆଦି ପୁସ୍ତକ 28:16 ODIAOV-BSI

ଅନନ୍ତର ନିଦ୍ରାଭଙ୍ଗ ହୁଅନ୍ତେ, ଯାକୁବ ଜାଗ୍ରତ ହୋଇ କହିଲା, ଅବଶ୍ୟ ଏହି ସ୍ଥାନରେ ସଦାପ୍ରଭୁ ଅଛନ୍ତି; ମାତ୍ର ମୁଁ ତାହା ଜାଣିଲି ନାହିଁ।