ଲୂକ 18:4-5

ଲୂକ 18:4-5 ORYIRV

ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ଯଦିବା ମୁଁ ଈଶ୍ୱରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ, ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ ।