1
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15:6
ଓଡିଆ ବାଇବେଲ
ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ।
Usporedi
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15:6
2
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15:1
ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।”
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15:1
3
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15:5
ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।”
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15:5
4
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15:4
ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।”
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15:4
5
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15:13
ସେତେବେଳେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭର ସନ୍ତାନଗଣ ଚାରିଶହ ବର୍ଷ ଅନ୍ୟ ଦେଶରେ ପ୍ରବାସୀ ହୋଇ ଦାସ୍ୟକର୍ମ କରି କ୍ଳେଶ ଭୋଗ କରିବେ; ଏହା ନିଶ୍ଚିତ ଜାଣିବ
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15:13
6
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15:2
ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୁ ସଦାପ୍ରଭୁ, ତୁମ୍ଭେ ମୋତେ କ’ଣ ଦେବ ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋ’ ଗୃହର ଧନାଧିକାରୀ ଅଟେ।”
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15:2
7
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15:18
ପୁଣି, ସେହିଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15:18
8
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15:16
ପୁଣି, ତୁମ୍ଭ ବଂଶର ଚତୁର୍ଥ ପୁରୁଷ ଏହି ଦେଶକୁ ବାହୁଡ଼ି ଆସିବେ; ଯେହେତୁ ଇମୋରୀୟ ଲୋକମାନଙ୍କର ପାପ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।”
Istraži ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 15:16
Početna
Biblija
Planovi
Filmići