Logo YouVersion
BibPlan yoVideyo
Pran aplikasyon an
Seleksyone Lang
Chache Icon

Vèsè popilè nan Bib la ki soti nan ମାଥିଉଲିଖିତ ସୁସମାଚାର 13

1

ମାଥିଉଲିଖିତ ସୁସମାଚାର 13:23

ପବିତ୍ର ବାଇବଲ (CL) NT (BSI)

ODCLBSI

ଯେଉଁମାନେ ବାର୍ତ୍ତା ଶୁଣଇ ବୁଝନ୍ତି, ଭଲ ଜମିରେ କଡ଼ିଥିବା ବିହନ ପରି ତାହାର ସୁଫଳ ଲାଭ ଜମିରେ ପଡ଼ିଥିବା ବିହନ ପରି ତାହାର ସୁଫଳ ଲାଭ କରନ୍ତି। କେହି ପାଏ ଶହେ ଗୁଣ, କେହି ଷାଠିଏ ଗୁଣ ଓ କେହି ତିରିଶ ଗୁଣ।” ବାଳୁଙ୍ଗା ଦୃଷ୍ଟାନ୍ତ କଥା

Konpare

Eksplore ମାଥିଉଲିଖିତ ସୁସମାଚାର 13:23

2

ମାଥିଉଲିଖିତ ସୁସମାଚାର 13:22

ପବିତ୍ର ବାଇବଲ (CL) NT (BSI)

ODCLBSI

କଣ୍ଟା ବୁଦା ଯେପରି କେତେକ ବୀଜକୁ ଗ୍ରାସ କରିଦିଏ, ସେହିପରି ଏହି ଜଗତର ଜଞ୍ଜାଳ ଓ ଧନ ସମ୍ପତ୍ତିର ଲାଳା କେତେକ ଲୋକଙ୍କଠାରେ ପହଞ୍ଚି ଥିବା ବାର୍ତ୍ତାକୁ ନଷ୍ଟ କରିଦିଏ ଏବଂ ସେମାନେ କୌଣସି ସୁଫଳ ପାଆନ୍ତି ନାହିଁ।

Konpare

Eksplore ମାଥିଉଲିଖିତ ସୁସମାଚାର 13:22

3

ମାଥିଉଲିଖିତ ସୁସମାଚାର 13:19

ପବିତ୍ର ବାଇବଲ (CL) NT (BSI)

ODCLBSI

ଯେଉଁମାନେ ସ୍ୱର୍ଗରାଜ୍ୟର ବାର୍ତ୍ତା ଶୁଣନ୍ତି, ସେମାନଙ୍କ ହୃଦୟରୁ ଶୟତାନ ତାହା କାଢ଼ି ନେଇ ଯାଇଥାଏ। ଗସ୍ତା କଡ଼ରେ ପଡ଼ିଥିବା ବିହନର ଏହା ହେଉଛି ତାତ୍ପର୍ଯ୍ୟ।

Konpare

Eksplore ମାଥିଉଲିଖିତ ସୁସମାଚାର 13:19

4

ମାଥିଉଲିଖିତ ସୁସମାଚାର 13:20-21

ପବିତ୍ର ବାଇବଲ (CL) NT (BSI)

ODCLBSI

“ଯେଉଁମାନେ ବାର୍ତ୍ତା ଶଉଣଇବା ମାତ୍ରେ ଆଗ୍ରହରେ ଗ୍ରହଣ କରନ୍ତି, ତାହା ପଥୁରିଆ ସ୍ଥାନରେ ପଡ଼ିଥିବା ବୀଜପରି, ସେମାନଙ୍କ ମନର ଗହୀରକୁ ଯାଇ ନ ଥିବାରୁ ସେମାନେ ତାକୁ ବେଶୀ ସମୟ ଧରି ରଖି ପାରନ୍ତି ନାହିଁ। ଏହି ବାର୍ତ୍ତା ଲାଗି ଯେତେବେଳେ କଷ୍ଟ ସ ତାଡ଼ନା ଆସେ, ସେମାନେ ଶୀଘ୍ର ତାକୁ ପରିତ୍ୟାଗ କରନ୍ତି।

Konpare

Eksplore ମାଥିଉଲିଖିତ ସୁସମାଚାର 13:20-21

5

ମାଥିଉଲିଖିତ ସୁସମାଚାର 13:44

ପବିତ୍ର ବାଇବଲ (CL) NT (BSI)

ODCLBSI

“ଦିନେ ଜଣେ ଲୋକ କ୍ଷେତରେ ଖୋଳୁ ଖୋଳୁ ପୋତା ହୋଇଥିବା ଧନ ପାଇଲା। ସେ ତାକୁ ଘୋଡ଼ାଇ ପକାଇଲା। ଆଉ ଆନନ୍ଦରେ ନିଜର ସବୁ ସମ୍ପତ୍ତି ବିକି ଦେଇ ସେହି ଜମିନେଲା। ସ୍ୱର୍ଗରାଜ୍ୟ ଏହି ପୋତା ଧନ ପରି।

Konpare

Eksplore ମାଥିଉଲିଖିତ ସୁସମାଚାର 13:44

6

ମାଥିଉଲିଖିତ ସୁସମାଚାର 13:8

ପବିତ୍ର ବାଇବଲ (CL) NT (BSI)

ODCLBSI

କିନ୍ତୁ ଆଉ କେତେ ବିହନ ଭଲ ଜମିରେ ପଡ଼ି ଗଛ ହୋଇ ଫଳ ଧରିଲା। କେତେ ଶହେ ଗୁଣ, କେତେ ଷାଠିଏ ଗୁଣ ଓ କେତେ ତିରିଶ ଗୁଣ ଫଳିଲା।”

Konpare

Eksplore ମାଥିଉଲିଖିତ ସୁସମାଚାର 13:8

7

ମାଥିଉଲିଖିତ ସୁସମାଚାର 13:30

ପବିତ୍ର ବାଇବଲ (CL) NT (BSI)

ODCLBSI

ଅମଳ ପର୍ଯ୍ୟନ୍ତ ଗହମ ଓ ବାଳୁଙ୍ଗା ଏକାଠି ବଢ଼ୁ। ସେତେବେଳେ କଟାଳିମାନଙ୍କୁ କହିବା, ସେମାନେ ଆଗେ ବାଳୁଙ୍ଗାଗୁଡ଼ିକ କାଟି, ବିଡ଼ା ବାନ୍ଧି ପୋଡ଼ି ଦେବେ। ତା’ପରେ ଗହମ ଅମଳ କରି ଖମାରରେ ରଖିବେ’।”

Konpare

Eksplore ମାଥିଉଲିଖିତ ସୁସମାଚାର 13:30

Chapit Avan yo
Chapit suivan
YouVersion

Ankouraje ak defi pou w chèche entimite ak Bondye chak jou.

Ministè

Apwopo

Karyè yo

Volontè

Blòg

Peze

Lyen itil yo

Ed

Fè yon don

Vèsyon Bib yo

Odyo Bib yo

Diferan Lang yo nan Bib la

Vèsè Jodi a


Yon Ministè Digital nan

Life.Church
Kreyòl Ayisyen

©2026 Life.Church / YouVersion

Politik PriveTèm yo
Pwogram Divilgasyon Vilnerabilite
FacebookTwitterInstagramYouTubePinterest