Logo YouVersion
BibPlan yoVideyo
Pran aplikasyon an
Seleksyone Lang
Chache Icon

Vèsè popilè nan Bib la ki soti nan ମାଥିଉଲିଖିତ ସୁସମାଚାର 27

1

ମାଥିଉଲିଖିତ ସୁସମାଚାର 27:46

ପବିତ୍ର ବାଇବଲ (CL) NT (BSI)

ODCLBSI

ଉପରଓଳି ତିନିଟାବେଳେ ଯୀଶୁ ଉଚ୍ଚସ୍ୱରରେ କହିଲେ, “ଏଲି, ଏଲି, ଲାମା ସବଖ୍ତାନି।” ଅର୍ତାତ୍ “ହେ ଈଶ୍ୱର, ହେ ଈଶ୍ୱର, ମୋତେ କାହିଁକି ପରିତ୍ୟାଗ କରିଛ?”

Konpare

Eksplore ମାଥିଉଲିଖିତ ସୁସମାଚାର 27:46

2

ମାଥିଉଲିଖିତ ସୁସମାଚାର 27:51-52

ପବିତ୍ର ବାଇବଲ (CL) NT (BSI)

ODCLBSI

ସେହି ସମୟରେ ମନ୍ଦିରରେ ଝୁଲୁଥିବା ପର୍ଦ୍ଦା ଉପରୁ ତଳ ଯାଏ ଦୁଇ ଖଣ୍ଡ ହୋଇ ଚିରିଗଲା। ଭୂମିକମ୍ପ ହେଲା, ପାହାଡ଼ଗୁଡ଼ିକ ଫାଟିଗଲା। ଏବଂ କବର ଖୋଲିଯାଇ ଅନେକ ଧାର୍ମିକ ମୃତ ବ୍ୟକ୍ତି ପୁନର୍ଜୀବିତ ହେଲେ।

Konpare

Eksplore ମାଥିଉଲିଖିତ ସୁସମାଚାର 27:51-52

3

ମାଥିଉଲିଖିତ ସୁସମାଚାର 27:50

ପବିତ୍ର ବାଇବଲ (CL) NT (BSI)

ODCLBSI

ଯୀଶୁ ଆଉ ଥରେ ଉଚ୍ଚସ୍ୱରରେ ଚିକ୍ରାର କରି ଶେଷ ନିଶ୍ୱାସ ତ୍ୟାଗ କଲେ।

Konpare

Eksplore ମାଥିଉଲିଖିତ ସୁସମାଚାର 27:50

4

ମାଥିଉଲିଖିତ ସୁସମାଚାର 27:54

ପବିତ୍ର ବାଇବଲ (CL) NT (BSI)

ODCLBSI

ଯୀଶୁଙ୍କୁ ଜଗି ରହିଥିବା ସେନାପତି ଓ ସୈନ୍ୟମାନେ ଭୂମିକମ୍ପ ଓ ଅନ୍ୟାନ୍ୟ ଘଟଣା ଦେଖି ଭୟଭୀତ ହେଲେ। ସେମାନେ କହିଲେ, “ଏ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର।”

Konpare

Eksplore ମାଥିଉଲିଖିତ ସୁସମାଚାର 27:54

5

ମାଥିଉଲିଖିତ ସୁସମାଚାର 27:45

ପବିତ୍ର ବାଇବଲ (CL) NT (BSI)

ODCLBSI

ସେ ଦିନ ଦି’ପହରବେଳେ ସାରାଦେଶରେ ଅନ୍ଧକାର ଘୋଟିଗଲା ଓ ତାହା ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା।

Konpare

Eksplore ମାଥିଉଲିଖିତ ସୁସମାଚାର 27:45

6

ମାଥିଉଲିଖିତ ସୁସମାଚାର 27:22-23

ପବିତ୍ର ବାଇବଲ (CL) NT (BSI)

ODCLBSI

ପିଲାତ ପଚାରିଲେ, “ତେବେ ମସୀହ ରୂପେ ପରିଚିତ ଯୀଶୁଙ୍କୁ କଅଣ କରିବି?” “ତାଙ୍କୁ କ୍ରୁଶରେ ଚଢ଼ାଅ” ବୋଲି ସେମାନେ ଚିକ୍ରାର କଲେ। ପିଲାତ ପଚାରିଲେ, “କିନ୍ତୁ ସେ କି ଅପରାଧ କରିଛନ୍ତି?” ସେମାନେ ଆହୁରି ପାଯି କରି କହିବାକୁ ଲାଗିଲେ, “ତାଙ୍କୁ କ୍ରୁଶରେ ଚଢ଼ାଅ।”

Konpare

Eksplore ମାଥିଉଲିଖିତ ସୁସମାଚାର 27:22-23

Chapit Avan yo
Chapit suivan
YouVersion

Ankouraje ak defi pou w chèche entimite ak Bondye chak jou.

Ministè

Apwopo

Karyè yo

Volontè

Blòg

Peze

Lyen itil yo

Ed

Fè yon don

Vèsyon Bib yo

Odyo Bib yo

Diferan Lang yo nan Bib la

Vèsè Jodi a


Yon Ministè Digital nan

Life.Church
Kreyòl Ayisyen

©2026 Life.Church / YouVersion

Politik PriveTèm yo
Pwogram Divilgasyon Vilnerabilite
FacebookTwitterInstagramYouTubePinterest