1
ଯୋହନ 8:12
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”
Համեմատել
Ուսումնասիրեք ଯୋହନ 8:12
2
ଯୋହନ 8:32
ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।”
Ուսումնասիրեք ଯୋହନ 8:32
3
ଯୋହନ 8:31
ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୁଦୀମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ
Ուսումնասիրեք ଯୋହନ 8:31
4
ଯୋହନ 8:36
ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ।
Ուսումնասիրեք ଯୋହନ 8:36
5
ଯୋହନ 8:7
ମାତ୍ର ସେମାନେ ତାହାଙ୍କୁ ପୁନଃ ପୁନଃ ପଚାରନ୍ତେ, ସେ ମସ୍ତକ ଉତ୍ତୋଳନ କରି ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରେ ଯେ ନିଷ୍ପାପ, ସେ ପ୍ରଥମରେ ତାହାକୁ ପଥର ଫୋପାଡ଼ୁ।
Ուսումնասիրեք ଯୋହନ 8:7
6
ଯୋହନ 8:34
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ।
Ուսումնասիրեք ଯୋହନ 8:34
7
ଯୋହନ 8:10-11
ପୁଣି, ଯୀଶୁ ମସ୍ତକ ଉତ୍ତୋଳନ କରି ତାହାକୁ କହିଲେ, ଗୋ ନାରୀ, ସେମାନେ କାହାନ୍ତି? କେହି କଅଣ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କଲେ ନାହିଁ? ସେ କହିଲା, କେହି ନାହିଁ, ପ୍ରଭୁ। ସେଥିରେ ଯୀଶୁ କହିଲେ, ମୁଁ ମଧ୍ୟ ତୁମ୍ଭକୁ ଦଣ୍ଡନୀୟ ବୋଲି ବିଚାର କରୁ ନାହିଁ; ଯାଅ, ଆଜିଠାରୁ ଆଉ ପାପ କର ନାହିଁ।]
Ուսումնասիրեք ଯୋହନ 8:10-11
Գլխավոր
Աստվածաշունչ
Ծրագրեր
Տեսանյութեր