1
ଲୂକ 13:24
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
“ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।
Համեմատել
Ուսումնասիրեք ଲୂକ 13:24
2
ଲୂକ 13:11-12
ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା। ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, “ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।”
Ուսումնասիրեք ଲୂକ 13:11-12
3
ଲୂକ 13:13
ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା।
Ուսումնասիրեք ଲୂକ 13:13
4
ଲୂକ 13:30
ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ।”
Ուսումնասիրեք ଲୂକ 13:30
5
ଲୂକ 13:25
ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ‘ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ,’ ଏହା କହି ଦ୍ୱାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ‘ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ।’
Ուսումնասիրեք ଲୂକ 13:25
6
ଲୂକ 13:5
ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।”
Ուսումնասիրեք ଲୂକ 13:5
7
ଲୂକ 13:27
ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋʼ ପାଖରୁ ଦୂର ହୁଅ।
Ուսումնասիրեք ଲୂକ 13:27
8
ଲୂକ 13:18-19
ସେଥିରେ ସେ କହିଲେ, “ଈଶ୍ବରଙ୍କ ରାଜ୍ୟ କାହା ପରି? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି? ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ।”
Ուսումնասիրեք ଲୂକ 13:18-19
Գլխավոր
Աստվածաշունչ
Ծրագրեր
Տեսանյութեր