1
ଲୂକ 19:10
ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT
କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି।”
Համեմատել
Ուսումնասիրեք ଲୂକ 19:10
2
ଲୂକ 19:38
ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା।
Ուսումնասիրեք ଲୂକ 19:38
3
ଲୂକ 19:9
ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, “ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ
Ուսումնասիրեք ଲୂକ 19:9
4
ଲୂକ 19:5-6
ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, “ଜଖୀୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ।” ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ।
Ուսումնասիրեք ଲୂକ 19:5-6
5
ଲୂକ 19:8
କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋହର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି।
Ուսումնասիրեք ଲୂକ 19:8
6
ଲୂକ 19:39-40
ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ। ସେ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ।”
Ուսումնասիրեք ଲୂକ 19:39-40
Գլխավոր
Աստվածաշունչ
Ծրագրեր
Տեսանյութեր