1
ମାଥିଉଲିଖିତ ସୁସମାଚାର 13:23
ପବିତ୍ର ବାଇବଲ (CL) NT (BSI)
ଯେଉଁମାନେ ବାର୍ତ୍ତା ଶୁଣଇ ବୁଝନ୍ତି, ଭଲ ଜମିରେ କଡ଼ିଥିବା ବିହନ ପରି ତାହାର ସୁଫଳ ଲାଭ ଜମିରେ ପଡ଼ିଥିବା ବିହନ ପରି ତାହାର ସୁଫଳ ଲାଭ କରନ୍ତି। କେହି ପାଏ ଶହେ ଗୁଣ, କେହି ଷାଠିଏ ଗୁଣ ଓ କେହି ତିରିଶ ଗୁଣ।” ବାଳୁଙ୍ଗା ଦୃଷ୍ଟାନ୍ତ କଥା
Lee anya n'etiti ihe abụọ
Nyochaa ମାଥିଉଲିଖିତ ସୁସମାଚାର 13:23
2
ମାଥିଉଲିଖିତ ସୁସମାଚାର 13:22
କଣ୍ଟା ବୁଦା ଯେପରି କେତେକ ବୀଜକୁ ଗ୍ରାସ କରିଦିଏ, ସେହିପରି ଏହି ଜଗତର ଜଞ୍ଜାଳ ଓ ଧନ ସମ୍ପତ୍ତିର ଲାଳା କେତେକ ଲୋକଙ୍କଠାରେ ପହଞ୍ଚି ଥିବା ବାର୍ତ୍ତାକୁ ନଷ୍ଟ କରିଦିଏ ଏବଂ ସେମାନେ କୌଣସି ସୁଫଳ ପାଆନ୍ତି ନାହିଁ।
Nyochaa ମାଥିଉଲିଖିତ ସୁସମାଚାର 13:22
3
ମାଥିଉଲିଖିତ ସୁସମାଚାର 13:19
ଯେଉଁମାନେ ସ୍ୱର୍ଗରାଜ୍ୟର ବାର୍ତ୍ତା ଶୁଣନ୍ତି, ସେମାନଙ୍କ ହୃଦୟରୁ ଶୟତାନ ତାହା କାଢ଼ି ନେଇ ଯାଇଥାଏ। ଗସ୍ତା କଡ଼ରେ ପଡ଼ିଥିବା ବିହନର ଏହା ହେଉଛି ତାତ୍ପର୍ଯ୍ୟ।
Nyochaa ମାଥିଉଲିଖିତ ସୁସମାଚାର 13:19
4
ମାଥିଉଲିଖିତ ସୁସମାଚାର 13:20-21
“ଯେଉଁମାନେ ବାର୍ତ୍ତା ଶଉଣଇବା ମାତ୍ରେ ଆଗ୍ରହରେ ଗ୍ରହଣ କରନ୍ତି, ତାହା ପଥୁରିଆ ସ୍ଥାନରେ ପଡ଼ିଥିବା ବୀଜପରି, ସେମାନଙ୍କ ମନର ଗହୀରକୁ ଯାଇ ନ ଥିବାରୁ ସେମାନେ ତାକୁ ବେଶୀ ସମୟ ଧରି ରଖି ପାରନ୍ତି ନାହିଁ। ଏହି ବାର୍ତ୍ତା ଲାଗି ଯେତେବେଳେ କଷ୍ଟ ସ ତାଡ଼ନା ଆସେ, ସେମାନେ ଶୀଘ୍ର ତାକୁ ପରିତ୍ୟାଗ କରନ୍ତି।
Nyochaa ମାଥିଉଲିଖିତ ସୁସମାଚାର 13:20-21
5
ମାଥିଉଲିଖିତ ସୁସମାଚାର 13:44
“ଦିନେ ଜଣେ ଲୋକ କ୍ଷେତରେ ଖୋଳୁ ଖୋଳୁ ପୋତା ହୋଇଥିବା ଧନ ପାଇଲା। ସେ ତାକୁ ଘୋଡ଼ାଇ ପକାଇଲା। ଆଉ ଆନନ୍ଦରେ ନିଜର ସବୁ ସମ୍ପତ୍ତି ବିକି ଦେଇ ସେହି ଜମିନେଲା। ସ୍ୱର୍ଗରାଜ୍ୟ ଏହି ପୋତା ଧନ ପରି।
Nyochaa ମାଥିଉଲିଖିତ ସୁସମାଚାର 13:44
6
ମାଥିଉଲିଖିତ ସୁସମାଚାର 13:8
କିନ୍ତୁ ଆଉ କେତେ ବିହନ ଭଲ ଜମିରେ ପଡ଼ି ଗଛ ହୋଇ ଫଳ ଧରିଲା। କେତେ ଶହେ ଗୁଣ, କେତେ ଷାଠିଏ ଗୁଣ ଓ କେତେ ତିରିଶ ଗୁଣ ଫଳିଲା।”
Nyochaa ମାଥିଉଲିଖିତ ସୁସମାଚାର 13:8
7
ମାଥିଉଲିଖିତ ସୁସମାଚାର 13:30
ଅମଳ ପର୍ଯ୍ୟନ୍ତ ଗହମ ଓ ବାଳୁଙ୍ଗା ଏକାଠି ବଢ଼ୁ। ସେତେବେଳେ କଟାଳିମାନଙ୍କୁ କହିବା, ସେମାନେ ଆଗେ ବାଳୁଙ୍ଗାଗୁଡ଼ିକ କାଟି, ବିଡ଼ା ବାନ୍ଧି ପୋଡ଼ି ଦେବେ। ତା’ପରେ ଗହମ ଅମଳ କରି ଖମାରରେ ରଖିବେ’।”
Nyochaa ମାଥିଉଲିଖିତ ସୁସମାଚାର 13:30
Ebe Mmepe Nke Mbụ Nke Ngwá
Akwụkwọ Nsọ
Atụmatụ Ihe Ogụgụ Gasị
Vidiyo Gasị