1
ଲୂକ 12:40
ପବିତ୍ର ବାଇବଲ (Re-edited) - (BSI)
ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ଦଣ୍ତରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ଦଣ୍ତରେ ମନୁଷ୍ୟପୁତ୍ର ଆସିବେ।
比較
ଲୂକ 12:40で検索
2
ଲୂକ 12:31
ବରଞ୍ଚ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ଵେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
ଲୂକ 12:31で検索
3
ଲୂକ 12:15
ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ସମ୍ପତ୍ତିର ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।
ଲୂକ 12:15で検索
4
ଲୂକ 12:34
କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ, ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ।
ଲୂକ 12:34で検索
5
ଲୂକ 12:25
ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ହାତେ ଦୀର୍ଘ କରି ପାରେ?
ଲୂକ 12:25で検索
6
ଲୂକ 12:22
ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, କଅଣ ଖାଇବ, ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ, କିଅବା କଅଣ ପିନ୍ଧିବ, ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ।
ଲୂକ 12:22で検索
7
ଲୂକ 12:7
କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆଠାରୁ ଶ୍ରେଷ୍ଠ।
ଲୂକ 12:7で検索
8
ଲୂକ 12:32
ହେ ସାନ ପଲ, ଭୟ କର ନାହିଁ, କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପିତାଙ୍କର ସନ୍ତୋଷ।
ଲୂକ 12:32で検索
9
ଲୂକ 12:24
କୁଆମାନଙ୍କ ବିଷୟ ଭାବି ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ, ପୁଣି ସେମାନଙ୍କର ଗୋଲାଘର ବା ଅମାର ନାହିଁ, ଆଉ ଈଶ୍ଵର ସେମାନଙ୍କୁ ଆହାର ଦିଅନ୍ତି; ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠଣ!
ଲୂକ 12:24で検索
10
ଲୂକ 12:29
ପୁଣି, କଅଣ ଖାଇବ ଓ କଅଣ ପିଇବ, ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ଵା ଚିନ୍ତିତ ହୁଅ ନାହିଁ
ଲୂକ 12:29で検索
11
ଲୂକ 12:28
କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି, ଆଉ କାଲି ଚୁଲ୍ଲୀରେ ପକାଯାଏ, ତାହାକୁ ଯେବେ ଈଶ୍ଵର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ-ବିଶ୍ଵାସୀମାନେ, ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ !
ଲୂକ 12:28で検索
12
ଲୂକ 12:2
କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।
ଲୂକ 12:2で検索
ホーム
聖書
読書プラン
ビデオ