ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 35:3

ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 35:3 ORYIRV

ପୁଣି, ଆସ, ଆମ୍ଭେମାନେ ଉଠି ବେଥେଲ୍‍କୁ ଯାଉ; ଯେଉଁ ପରମେଶ୍ୱର ମୋର ଦୁଃଖର ଦିନରେ ମୋ’ ପ୍ରାର୍ଥନାର ଉତ୍ତର ଦେଲେ, ଓ ମୋର ଗମନର ପଥରେ ମୋର ସହାୟ ହୋଇଥିଲେ, ତାହାଙ୍କ ଉଦ୍ଦେଶ୍ୟରେ ମୁଁ ସେହି ସ୍ଥାନରେ ଗୋଟିଏ ଯଜ୍ଞବେଦି ନିର୍ମାଣ କରିବି।”