ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 37:6-7
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 37:6-7 ORYIRV
କାରଣ ସେ ସେମାନଙ୍କୁ କହିଲା, “ମୁଁ ଯେଉଁ ସ୍ୱପ୍ନ ଦେଖିଅଛି, ନିବେଦନ କରୁଅଛି, ତାହା ଶୁଣ।” ଦେଖ, ଆମ୍ଭେମାନେ କ୍ଷେତରେ ବିଡ଼ା ବାନ୍ଧୁଥିଲୁ, ତହିଁରେ ଦେଖ, ମୋହର ବିଡ଼ା ଉଠି ଛିଡ଼ା ହେଲା; ପୁଣି, ଦେଖ, ତୁମ୍ଭମାନଙ୍କ ବିଡ଼ାସବୁ ମୋ’ ବିଡ଼ାକୁ ଚାରିଆଡ଼େ ଘେରି ପ୍ରଣାମ କଲେ।