ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 37:9
ମୋଶାଙ୍କ ଲିଖିତ ପ୍ରଥମ ପୁସ୍ତକ 37:9 ORYIRV
ଏଥିଉତ୍ତାରେ ଯୋଷେଫ ଆଉ ଗୋଟିଏ ସ୍ୱପ୍ନ ଦେଖି ଭାଇମାନଙ୍କୁ ଜଣାଇ କହିଲା, “ଦେଖ, ମୁଁ ଆଉ ଏକ ସ୍ୱପ୍ନ ଦେଖିଅଛି, ଦେଖ, ସୂର୍ଯ୍ୟ ଓ ଚନ୍ଦ୍ର ଓ ଏକାଦଶ ନକ୍ଷତ୍ର ମୋତେ ପ୍ରଣାମ କଲେ।”