YouVersion 로고
검색 아이콘

ଲୂକ 18:4-5

ଲୂକ 18:4-5 ODIAOV-BSI

ଆଉ, ସେ କେତେ ସମୟ ପର୍ଯ୍ୟନ୍ତ ସମ୍ମତ ହେଉ ନ ଥିଲେ; କିନ୍ତୁ ପରେ ସେ ମନେ ମନେ କହିଲେ, ଯଦ୍ୟପି ମୁଁ ଈଶ୍ଵରଙ୍କୁ ଭୟ କରେ ନାହିଁ କିମ୍ଵା ମନୁଷ୍ୟକୁ ମାନେ ନାହିଁ, ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କୃତ ଅନ୍ୟାୟର ପ୍ରତିକାର କରିବି, ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ।