1
ଯୋହନ 1:12
ଓଡିଆ ବାଇବେଲ
ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଈଶ୍ୱରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ
Kokisana
Luka ଯୋହନ 1:12
2
ଯୋହନ 1:1
ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଈଶ୍ୱରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ ।
Luka ଯୋହନ 1:1
3
ଯୋହନ 1:5
ସେହି ଜ୍ୟୋତିଃ ଅନ୍ଧକାରରେ ଜାଜ୍ୱଲ୍ୟମାନ ହୋଇ ଆସୁଅଛି, ଆଉ ଅନ୍ଧକାର ତାହା ଗ୍ରହଣ କରି ନାହିଁ ।
Luka ଯୋହନ 1:5
4
ଯୋହନ 1:14
ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।
Luka ଯୋହନ 1:14
5
ଯୋହନ 1:3-4
ତାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ ହେଲା; ଆଉ ଯେ ସମସ୍ତ ସୃଷ୍ଟ ହୋଇଅଛି, ସେଥିମଧ୍ୟରୁ ଗୋଟିଏ ସୁଦ୍ଧା ତାହାଙ୍କ ବିନା ସୃଷ୍ଟ ହୋଇ ନାହିଁ । ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ ।
Luka ଯୋହନ 1:3-4
6
ଯୋହନ 1:29
ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଈଶ୍ୱରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି ।
Luka ଯୋହନ 1:29
7
ଯୋହନ 1:10-11
ସେ ଜଗତରେ ଥିଲେ ଓ ଜଗତ ତାହାଙ୍କ ଦ୍ୱାରା ସୃଷ୍ଟ ହେଲା, ତଥାପି ଜଗତ ତାହାଙ୍କୁ ଚିହ୍ନିଲା ନାହିଁ । ସେ ଆପଣା ରାଜ୍ୟକୁଆସିଲେ, ତଥାପି ତାହାଙ୍କର ନିଜ ଲୋକମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ ।
Luka ଯୋହନ 1:10-11
8
ଯୋହନ 1:9
ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ ।
Luka ଯୋହନ 1:9
9
ଯୋହନ 1:17
କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା ।
Luka ଯୋହନ 1:17
Ndako
Biblia
Bibongiseli
Bavideo