1
ଲୂକ 16:10
ଓଡିଆ ବାଇବେଲ
ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ ।
Kokisana
Luka ଲୂକ 16:10
2
ଲୂକ 16:13
କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରି ପାରିବ ନାହିଁ; କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାରିବ ନାହିଁ ।
Luka ଲୂକ 16:13
3
ଲୂକ 16:11-12
ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ ? ଆଉ, ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ ?
Luka ଲୂକ 16:11-12
4
ଲୂକ 16:31
କିନ୍ତୁ ସେ ତାହାକୁ କହିଲେ, ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି, ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ ।
Luka ଲୂକ 16:31
5
ଲୂକ 16:18
ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ; ପୁଣି, ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ ।
Luka ଲୂକ 16:18
Ndako
Biblia
Bibongiseli
Bavideo