1
ଲୂକ 19:10
ଓଡିଆ ବାଇବେଲ
କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି ।
Kokisana
Luka ଲୂକ 19:10
2
ଲୂକ 19:38
ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ । ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା ।
Luka ଲୂକ 19:38
3
ଲୂକ 19:9
ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଜଖୀୟ ମଧ୍ୟ ଅବ୍ରାହାମଙ୍କ ଜଣେ ସନ୍ତାନ
Luka ଲୂକ 19:9
4
ଲୂକ 19:5-6
ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ, ଜଖିୟ, ଶୀଘ୍ର ଓହ୍ଲାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ । ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ ।
Luka ଲୂକ 19:5-6
5
ଲୂକ 19:8
କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି ।
Luka ଲୂକ 19:8
6
ଲୂକ 19:39-40
ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ । ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ ।
Luka ଲୂକ 19:39-40
Ndako
Biblia
Bibongiseli
Bavideo