ମାଥିଉ 5:11-12

ମାଥିଉ 5:11-12 IRVORY

ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ। ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।

Nemokami skaitymo planai ir skaitiniai, susiję su ମାଥିଉ 5:11-12