1
ଆଦି ପୁସ୍ତକ 7:1
ପବିତ୍ର ବାଇବଲ
ଏହା ପରେ ସଦାପ୍ରଭୁ ନୋହଙ୍କୁ କହିଲେ, “ମୁଁ ଦେଖିଛି ତୁମ୍ଭେ ଜଣେ ଧାର୍ମିକ ଲୋକ, ଏହି କାଳର ଦୁଷ୍ଟ ଲୋକମାନଙ୍କ ମଧ୍ୟରେ। ତେଣୁ ତୁମ୍ଭର ପରିବାର ଏକତ୍ରିତ ହୋଇ ଜାହାଜରେ ପ୍ରବେଶ କର।
Mampitaha
Mikaroka ଆଦି ପୁସ୍ତକ 7:1
2
ଆଦି ପୁସ୍ତକ 7:24
ଏହିପରି ଭାବରେ ପୃଥିବୀ 150 ଦିନ ପର୍ଯ୍ୟନ୍ତ ଜଳରେ ମଗ୍ନ ହୋଇ ରହିଲା।
Mikaroka ଆଦି ପୁସ୍ତକ 7:24
3
ଆଦି ପୁସ୍ତକ 7:11-13
ଦ୍ୱିତୀୟ ମାସର ସତର ଦିବସ ଯେତେବେଳେ ନୋହଙ୍କୁ 600 ବର୍ଷ ବୟସ ହୋଇଥିଲା। ମହାସମୁଦ୍ରର ସମଗ୍ର ଜଳଧାର ଭାଙ୍ଗିଗଲା। ପୁଣି ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। ତହିଁରେ ଗ୍ଭଳିଶ୍ ଦିବାରାତ୍ରି ବୃଷ୍ଟି ହେଲା। ସେହି ଦିନରେ ନୋହ, ଶେମ, ହାମ ଓ ଯେଫତ୍ ନୋହଙ୍କର ପୁତ୍ରମାନେ ଆଉ ସେମାନଙ୍କର ସ୍ତ୍ରୀମାନେ ଓ ନୋହଙ୍କର ସ୍ତ୍ରୀ ଜାହାଜରେ ପ୍ରବେଶ କଲେ।
Mikaroka ଆଦି ପୁସ୍ତକ 7:11-13
4
ଆଦି ପୁସ୍ତକ 7:23
ଏହି ପ୍ରକାରେ ପରମେଶ୍ୱର ପୃଥିବୀରେ ବାସ କରୁଥିବା ସମସ୍ତ ଜୀବିତ ପ୍ରାଣୀଙ୍କୁ ନିଶ୍ଚିହ୍ନ କଲେ। ସମସ୍ତ ମନୁଷ୍ୟ, ପଶୁ, ସରୀସୃପ ପ୍ରାଣୀ, ଖେଚର ପକ୍ଷୀ, ପୃଥିବୀରେ ମୃତ୍ୟୁବରଣ କଲେ। କେବଳ ନୋହ ଓ ଜାହାଜରେ ଥିବା ଲୋକମାନେ ଏବଂ ପଶୁଗଣ ରକ୍ଷା ପାଇଗଲେ।
Mikaroka ଆଦି ପୁସ୍ତକ 7:23
5
Fidirana
Baiboly
Planina
Horonan-tsary